The Ultimate Managed Hosting Platform
ADVERTISEMENT

କୋଭିଡ୍ କଟକଣା ମଧ୍ୟରେ ଅରମ୍ଭ ହେବ ଶୁଲିଆ ଯାତ୍ରା

Facebook
Twitter
LinkedIn

ବଲାଙ୍ଗୀର: ଆଜି ବଲାଙ୍ଗୀର ପ୍ରସିଦ୍ଧ ଶୁଳିଆ ଯାତ୍ରା । ପ୍ରତିବର୍ଷ ଏହି ପରମ୍ପରାକୁ ପୌଷ ମାସ ଶୁକ୍ଳପକ୍ଷ ପ୍ରଥମ ମଙ୍ଗଳବାର ଦିନ ପାଳନ କରାଯାଉଥିବା ବେଳେ ଚଳିତ ବର୍ଷ ପ୍ରଥମ ମଙ୍ଗଳବାର ପ୍ରତିପଦା ସୂର‌୍ୟ୍ୟ ଦର୍ଶନ ଥିବାରୁ ଆଜି ଦ୍ବିତୀୟ ମଙ୍ଗଳବାର ପାଳନ କରାଯାଉଛି । ବଲାଙ୍ଗିର ଜିଲ୍ଲା ଖଇରଗୁରା ଓ କୁମୁରିଆରେ ଯାତ୍ରା ଏହି ଯାତ୍ରା ଆରମ୍ଭ ହୋଇଛି ।ସଫାସୁତୁରା ହେବା ପରେ ଗାଁ ଦାଣ୍ଡ ପଞ୍ଚବାଦ୍ୟ ଦୁଲଦୁଲିରେ ଦୁଲୁକୁଛି ।

ତେବେ କୋଭିଡ କଟକଣା ଭିତରେ ଯାତ୍ରା ପାଳନ କରିବାକୁ ପ୍ରଶାସନ ପକ୍ଷରୁ ବନ୍ଦୋବସ୍ତ କରାଯାଇଛି । ଯାତ୍ରାରେ ସାମିଲ ହେବାକୁ ଥିବା ସମସ୍ତ ଦେହୁରୀ, ପୂଜକ, ସେବାୟତଙ୍କ କୋଭିଡ ଟେଷ୍ଟ କରାଯାଇଛି । ଯାତ୍ରାରେ ଯେପରି ଗହଳି ନହେବ ତଥା କୋଭିଡ୍ ଗାଇଡ୍ ଲାଇନ୍ର ଉଲଙ୍ଘନ ନହୁଏ ସେଥିପ୍ରତି ଦୃଷ୍ଟି ଦିଆଯାଇଛି । ଯାହା କାରଣରୁ ପୋଲିସ ପକ୍ଷରୁ ଖଇରଗୁରା ଓ କୁମୁରିଆରେ ଚାରି ପ୍ଳାଟୁନ ଫୋର୍ସ ମୁତୟନ କରାଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login