The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ବୃଦ୍ଧି ହେଲା ସରକାରୀ ଚାକିରି ପାଇଁ ଆବେଦନର ବୟସ ସୀମା

Facebook
Twitter
LinkedIn

ଭୁବନେଶ୍ୱର: ବୃଦ୍ଧି ହେଲା ସରକାରୀ ଚାକିରି ପାଇଁ ଆବେଦନର ବୟସ ସୀମା । ରାଜ୍ୟ କ୍ୟାବିନେଟ୍ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରି ଏହି ନିସ୍ପତ୍ତି ନେଇଛନ୍ତି । ରାଜ୍ୟରେ ସରକାରୀ ଚାକିରି ପାଇଁ ଆବେଦନକାରୀଙ୍କ ବୟସ ସୀମା ୩୨ ବଦଳରେ ଏବେ ୩୮ କୁ ବୃଦ୍ଧ କରାଯାଇଛି । ତେବେ ୨୦୨୧, ୨୦୨୨ ଓ ୨୦୨୪ ମସିହାରେ ହେବାକୁ ଥିବା ରାଜ୍ୟ ସରକାରଙ୍କ ନିଯୁକ୍ତି ପ୍ରକ୍ରିୟା ପାଇଁ ୩ ବର୍ଷ ସମୟ ସୀମାକୁ କୋହଳ କରାଯାଇଛି । ଏଥିରେ ଅନୁସୂଚିତ ଜାତି, ଜନଜାତି ଓ ଏସ୍‌ଇବିସିଙ୍କ ପାଇଁ ୩୪ ବର୍ଷ ବୟସ ସୀମା ଧାର୍ଯ୍ୟ କରାଯାଇଥିବା ବେଳେ, ମହିଳା ବର୍ଗର ପ୍ରାର୍ଥୀଙ୍କ ପାଇଁ ଆହୁରି ୫ ବର୍ଷ ବୃଦ୍ଧି କରାଯାଇଛି ବୋଲି ମୁଖ୍ୟ ଶାସନ ସଚିବ ସୂଚନା ଦେଇଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ହେଲପଲାଇନ ନଂ ଜାରି- ୦୧୧-୨୪୬୧୦୮୪୩,୯୬୫୦୩୯୧୮୫୯

ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦ : ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଏକ୍ସରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଆମ...

ADVERTISEMENT
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...

Login