The Ultimate Managed Hosting Platform
ADVERTISEMENT

ଲୁଣା ନଦୀରେ କୁମ୍ଭୀର ଆତଙ୍କ

Facebook
Twitter
LinkedIn

କେନ୍ଦ୍ରାପଡା : ପୁଣି ଆତଙ୍କ ଖେଳାଇଲା କୁମ୍ଭୀର । ଲୁଣା ନଦୀରେ କୁମ୍ଭୀର ଆତଙ୍କ । ମାର୍ଶାଘାଇ ବ୍ଲକ କସଟିବାଲି ଗାଁ ଲୁଣା ନଦୀରେ କୁମ୍ଭୀର ଆତଙ୍କ ଖେଳାଇଛି । ଗାଧୋଉଥିବା ବେଳେ ଜଣେ ବ୍ୟକ୍ତିଙ୍କୁ ଆକ୍ରମଣ ଉଦ୍ୟମ । ସତର୍କ ଥିବାରୁ କୁମ୍ଭୀର ଆକ୍ରମଣରୁ ଅଳ୍ପକେ ବର୍ତ୍ତିଗଲେ ବ୍ୟକ୍ତି । ପୂର୍ବରୁ ଶୈାଚ ପାଇଁ ଯାଇଥିବା ଜଣେ ମହିଳାଙ୍କୁ କୁମ୍ଭୀର ଟାଣିନେଇ ଖାଇଥିଲା । ଯାହା ପରେ ସ୍ଥାନୀୟ ଅଂଚଳରେ ଆତଙ୍କ ଖେଳିଯାଇଥିଲେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login