The Ultimate Managed Hosting Platform
ADVERTISEMENT

ସଂସଦର ସ୍ୱତନ୍ତ୍ର ଅଧିବେଶନ ପୂର୍ବରୁ ୧୭ରେ ସର୍ବଦଳୀୟ ବୈଠକ

Facebook
Twitter
LinkedIn

ନୂଆଦିଲ୍ଲୀ : ସଂସଦର ସ୍ୱତନ୍ତ୍ର ଅଧିବେଶନ ପୂର୍ବରୁ ଡକାଗଲା ସର୍ବଦଳୀୟ ବୈଠକ । ସର୍ବଦଳୀୟ ବୈଠକ ଡାକିଲେ ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ । ଆସନ୍ତା ୧୭ ତାରିଖ ଅପରାହ୍ନ ୪.୩୦ରେ ବସିବ ସର୍ବଦଳୀୟ ବୈଠକ । ତେବେ ସ୍ୱତନ୍ତ୍ର ଅଧିବେଶନ ୧୮ ରୁ ୨୨ ସେପ୍ଟେମ୍ବର ପର୍ୟ୍ୟନ୍ତ ଚାଲିବ । ସ୍ୱତନ୍ତ୍ର ଅଧିବେଶନର ଏଜେଣ୍ଡା ସର୍ବଦଳୀୟ ବୈଠକରେ ଆଲୋଚନା ହେବାର ସମ୍ଭାବନା ରହିଛି। ସଂସଦର ସ୍ୱତନ୍ତ୍ର ଅଧିବେଶନ ସମ୍ପର୍କରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ଘରେ ମଧ୍ୟ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଚାଲିଛି । ଏହି ବୈଠକରେ, ସ୍ୱତନ୍ତ୍ର ଅଧିବେଶନର ଏଜେଣ୍ଡା ସମ୍ବନ୍ଧରେ ଆଲୋଚନା ହୋଇପାରେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...

Login