ଭୁବନେଶ୍ୱର : ଆନେ୍ଦାଳନରତ ଶିକ୍ଷକଙ୍କୁ ରାଜ୍ୟ ସରକାରଙ୍କ ନାଲିଆଖି । ଆନେ୍ଦାଳନ ବନ୍ଦ କରି କାର୍ଯ୍ୟରେ ଯାଗଦେବାକୁ ନିଦେ୍ର୍ଦଶ । ସବୁ ଡିଇଓ, ବିଇଓଙ୍କୁ ପ୍ରାଥମିକ ଶିକ୍ଷା ନିଦେ୍ର୍ଦଶକଙ୍କ ଚିଠି । ବର୍ଷକୁ ୨୨୦ ଦିନ ସ୍କୁଲ ଆସିବା ଶିକ୍ଷକଙ୍କ ପାଇଁ ବାଧ୍ୟତାମୂଳକ । ଏହା ପୂରଣ ନ ହେଲେ ପରବର୍ତ୍ତୀ ସମୟରେ ଶିକ୍ଷକମାନେ ଭରଣା କରିବେ । ଶିକ୍ଷକଙ୍କ ଦାବି ସମ୍ପର୍କରେ ଆଲୋଚନା ଚାଲିଥିବା ଚିଠିରେ ଉଲ୍ଲେଖ ।
ପ୍ରାଥମିକ ସ୍କୁଲର ଶିକ୍ଷକ ଓ ଶିକ୍ଷୟିତ୍ରୀ ଦାବି ପୂରଣ ନିମନ୍ତେ ସମୂହ ଛୁଟିରେ ଯାଇ ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ୟ୍ୟାଳୟ ଆଗରେ ଧାରଣାରେ ବସିଥିଲେ। ଧାରଣରତ ଶିକ୍ଷକଙ୍କୁ ଏବେ ଏପରି କହିଛନ୍ତି ରାଜ୍ୟ ସରକାର। ପ୍ରାଥମିକ ନିର୍ଦ୍ଦେଶକଙ୍କ ଅଧ୍ୟକ୍ଷତାରେ ଗଠିତ ଏକ ସବ୍ କମିଟି ଶିକ୍ଷକମାନଙ୍କୁ ଆନ୍ଦେଳନକୁ ନେଇ ଆଲୋଚନା ଜାରି ରଖିଛି। ଏ ସଂପର୍କରେ ଶିକ୍ଷକ ଓ ଶିକ୍ଷୟିତ୍ରୀମାନଙ୍କୁ ଅବଗତ କରିବାକୁ ଡିଇଓ ଏବଂ ବିଇଓଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଯେକୌଣସି ପରିସ୍ଥିତିରେ ଶିକ୍ଷକଶିକ୍ଷୟିତ୍ରୀଙ୍କୁ ଆନ୍ଦୋଳନରୁ ହଟାଇବାକୁ ସବୁ ଜିଲ୍ଲା ଶିକ୍ଷା ଅଧିକାରୀ ଏବଂ ବ୍ଲକ ଶିକ୍ଷା ଅଧିକାରୀଙ୍କୁ ଚିଠି ଲେଖି ନିର୍ଦ୍ଦେଶ ଦେଇଛନ୍ତି ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶକ।
ଆନେ୍ଦାଳନରତ ଶିକ୍ଷକଙ୍କୁ ନାଲି ଆଖି
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











