The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ଖୋଲିଲା ହୀରାକୁଦ ଜଳଭଣ୍ଡାରର ଆଉ ୪ଟି ଗେଟ୍

Facebook
Twitter
LinkedIn

ସମ୍ବଲପୁର: ଖୋଲିଲା ହୀରାକୁଦ ଜଳଭଣ୍ଡାରର ଆଉ ୪ଟି ଗେଟ୍ । ଏବେ ମୋଟ ୧୪ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି । ବାମପାର୍ଶ୍ବର ୯ଟି ଓ ଡାହାଣ ପାର୍ଶ୍ବର ୫ଟି ଗେଟ୍ ଖୋଲା ରହିଛି । ଉପରମୁଣ୍ଡରେ ବର୍ଷା ଯୋଗୁ ଡ୍ୟାମ ଭିତରକୁ ଜଳ ପ୍ରବେଶ ମାତ୍ରା ବୃଦ୍ଧି ପାଇଛି । ବର୍ତ୍ତମାନ ହୀରାକୁଦର ଜଳସ୍ତର ୬୨୮.୬୯ଫୁଟ ରହିଥିବାବେଳେ ପ୍ରତି ସେକେଣ୍ଡରେ ହୀରାକୁଦକୁ ୧ଲକ୍ଷ ୪୯ ହଜାର ୧୬୭ ଘନଫୁଟ ବନ୍ୟାଜଳ ପ୍ରବେଶ କରୁଛି । ସେକେଣ୍ଡକୁ ୨ ଲକ୍ଷ ୭ ହଜାର ୭୬୯ ଘନ ଫୁଟ ବନ୍ୟା ଜଳ ନିଷ୍କାସିତ ହେଉଛି । ମୋଟ ୧୪ଟି ଗେଟ ଦେଇ ବନ୍ୟା ଜଳ ନିଷ୍କାସିତ କରାଯାଉଥିବାବେଳେ ଆବଶ୍ୟକ ପଡ଼ିଲେ ଆଉ ଗେଟ୍ ଖୋଲାଯିବ । ତେବେ ରାଜ୍ୟରେ ବନ୍ୟା ପରିସ୍ଥିତି ନାହିଁ ବୋଲି କହିଛନ୍ତି ଜଳସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ହେଲପଲାଇନ ନଂ ଜାରି- ୦୧୧-୨୪୬୧୦୮୪୩,୯୬୫୦୩୯୧୮୫୯

ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦ : ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଏକ୍ସରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଆମ...

ADVERTISEMENT
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...

Login