The Ultimate Managed Hosting Platform
ADVERTISEMENT

ହୀରାକୁଦର ୨୬ ଗେଟ ଖୋଲା

Facebook
Twitter
LinkedIn

ସମ୍ବଲପୁର : ହୀରାକୁଦ ଡ୍ୟାମର ଆଉ ୪ଟି ଗେଟ ଖୋଲିଲା । ହୀରାକୁଦ ଡ୍ୟାମର ଆଉ ୪ଟି ଗେଟ ଖୋଲିଲା । ଏବେ ମୋଟ ୨୬ ଗେଟ ଦେଇ ଚାଲିଛି ଜଳ ନିଷ୍କାସନ ।
ସେପଟେ ହୀରାକୁଦ ଗେଟ୍ ଖୋଲିବା ପରେ ଫୁଲୁଛି ମହାନଦୀ। ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ବଢୁଛି ମହାନଦୀର ଜଳସ୍ତର। ବର୍ତ୍ତମାନ ମୁଣ୍ଡଳୀ ବ୍ୟାରେଜ ଦେଇ ୬ ଲକ୍ଷ ୬ ହଜାର କ୍ୟୁସେକ ଜଳ ପ୍ରବାହିତ ହେଉଥିବା ବେଳେ ମହାନଦୀର ତଳିଆ ଅଞ୍ଚଳରେ ବନ୍ୟା ପରିସ୍ଥିତି ଉପୁଜିବାର ଆଶଙ୍କା ରହିଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login