The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ, ପୁରୁଣା ସଂସଦ ଭବନରେ ଶେଷ କାର୍ଯ୍ୟକ୍ରମ

Facebook
Twitter
LinkedIn

ନୂଆଦିଲ୍ଲୀ : ପୁରୁଣା ସଂସଦ ଭବନର ସେଣ୍ଟ୍ରାଲ ହଲରେ ଶେଷ କାର୍ଯ୍ୟକ୍ରମ । ପୁରୁଣା ସଂସଦ ଭବନରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସମ୍ବୋଧନ । ଭାରତର ସ୍ୱପ୍ନ ପୂରଣ ପାଇଁ ସବୁ ସଦସ୍ୟଙ୍କୁ ଆହ୍ୱାନ ଦେଲେ । ଅତୀତର ଘଟଣାକୁ ନେଇ ସଦସ୍ୟଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିମତ । ୧୯୪୭ରେ ଏହି ସେଣ୍ଟ୍ରାଲ ହଲରେ କ୍ଷମତା ହସ୍ତାନ୍ତର ହୋଇଥିଲା । ୭ ଦଶନ୍ଧି ଭିତରେ ଅନେକ ଆଇନ ତିଆରି ଓ ସଂଶୋଧନ ହୋଇଛି । ଆବଶ୍ୟକ ବେଳେ ସ୍ୱତନ୍ତ୍ର ଅଧିବେଶନରେ ଆଇନ ପ୍ରଣୟନ ହୋଇଛି । ଧାରା ୩୭୦ ଉଚ୍ଛେଦ ଓ ତିନ ତଲାକ ବିଲ ପାସ ଉଲ୍ଲେଖନୀୟ ଘଟଣା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ହେଲପଲାଇନ ନଂ ଜାରି- ୦୧୧-୨୪୬୧୦୮୪୩,୯୬୫୦୩୯୧୮୫୯

ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦ : ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଏକ୍ସରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଆମ...

ADVERTISEMENT
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...

Login