The Ultimate Managed Hosting Platform
ADVERTISEMENT

ବଡ଼ଘାଟିରେ କାର ସହ ଧକ୍କା ହେଲା ଟ୍ୟାଙ୍କର, ୨ ମୃତ

Facebook
Twitter
LinkedIn

ବ୍ରହ୍ମପୁର: ମର୍ମନ୍ତୁଦ ଦୁର୍ଘଟଣା । ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ବଡ଼ଘାଟିରେ ବଡ଼ ଦୁର୍ଘଟଣା । କାର୍ ଓ ବାଇକକୁ ଧକ୍କା ଦେଲା ତେଲ ବୋଝେଇ ଟ୍ୟାଙ୍କର । ସିରିଜ୍ ଦୁର୍ଘଟଣାରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଛି । ଏଥିରେ ୬ ଜଣ ଆହତ ହୋଇଛନ୍ତି । ଗୁରୁତର ୩ ଜଣଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ତେବେ କେମିତି ଓ କେଉଁ ପରିସ୍ଥିତିରେ ଏହି ଦୁର୍ଘଟଣା ଘଟିଲା ପ୍ରକୃତ କାରଣ ଅସ୍ପଷ୍ଟ ରହିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login