The Ultimate Managed Hosting Platform
ADVERTISEMENT

ଘାଟିରେ ଦୁର୍ଘଟଣା , ୨ ମୃତ

Facebook
Twitter
LinkedIn

ବାରିପଦା : ଘାଟିରେ ଦୁର୍ଘଟଣା ଘଟି ୨ ବାଇକ ଆରୋହୀ ମୃତ । ଏନଏଚ ୪୯ ଦୁଆରଶୁଣୀ ଘାଟିରେ ଟ୍ରକ ବାଇକ ମୁହାଁମୁହିଁ ଧକ୍କା । ମୃତକଙ୍କ ମଧ୍ୟରେ ଜଣେ ପୁରୁଷ ଓ ଜଣେ ମହିଳା ଥିବା ସୂଚନା । ଦୁର୍ଘଟଣା ଘଟଣାସ୍ଥଳରୁ ଟ୍ରକ ଡ୍ରାଇଭର ଫେରାର ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ସ୍ୱାମୀଙ୍କ ଅନୁପସ୍ଥିତିରେ ମହିଳାଙ୍କୁ ଦୁଷ୍କର୍ମ କଲେ ଘର ମାଲିକ

ହାଇଦ୍ରାବାଦରେ ଓଡିଆ ଶିକ୍ଷୟତ୍ରୀଙ୍କୁ ଦୁଷ୍କର୍ମ ପରେ ହତ୍ୟା ଅଭିଯୋଗ !

ହାଇଦ୍ରାବାଦ : ହାଇଦ୍ରାବାଦର କୋମପାଲିରେ ଓଡିଆ ଶିକ୍ଷୟତ୍ରୀଙ୍କୁ ଦୁଷ୍କର୍ମ ପରେ ହତ୍ୟା ଅଭିଯୋଗ । ସ୍ୱାମୀ ଓଡିଶା ଆସିଥିବା ବେଳେ ଦୁଷ୍କର୍ମ ପରେ ହତ୍ୟା କରିଥିବା ଅଭିଯୋଗ...

Login