କଟକ : ସୌରୀନଙ୍କ ପତ୍ତା ମିଳୁନି । କୋଲକାତା ପୋଲିସ ସହାୟତାରେ ତାଙ୍କ ଘରେ ବି ରେଡ୍ ହୋଇଥିଲା । ଏଥିପାଇଁ କୋଲକାତା ଯାଇଥିଲେ କଟକ ପୋଲିସର ୪ଜଣିଆ ଟିମ୍ । ସୌରୀନଙ୍କ ଘର ସମେତ ତିନୋଟି ସ୍ଥାନରେ ରେଡ୍ ହୋଇଥିଲା । କିନ୍ତୁ ମିଳି ନଥିଲେ ସୌରୀନ । କୋଲକାତାରୁ ପୋଲିସ ଟିମ୍ ଖାଲି ହାତରେ ଫେରିଥିଲା । ଏହାପରେ ତାଙ୍କ ନାଁରେ ଲୁକ୍ ଆଉଟ୍ ସର୍କୁଲାର୍ ଜାରି କରାଯାଇଥିଲା। ଅ୍ଧମ ଏବେ ବଢ଼ିଲା ଜଣାଶୁଣା କଣ୍ଠଶିଳ୍ପୀ ସୌରୀନ ଭଟ୍ଟଙ୍କ ଅଡୁଆ । ମହିଳାଙ୍କୁ ଯୌନ ଶୋଷଣ ଅଭିଯୋଗରେ ତାଙ୍କ ବିରୋଧରେ ଜାରି ହେବ ଏନବିଡବ୍ଲ୍ୟୁ । ଜାମିନ ବିହୀନ ଗିରଫ ପରୱାନା ପାଇଁ କୋର୍ଟରେ ଆବେଦନ କରିବ କଟକ କମିଶନରେଟ ପୋଲିସ। ସୌରୀନ ଦୀର୍ଘ ଦିନ ହେବ ତଦନ୍ତରେ ସହଯୋଗ ନ କରିବାରୁ ଏପରି ପଦକ୍ଷେପ ନିଆଯାଇଥିବା ସୂଚନା ଦେଇଛନ୍ତି କଟକ ଡିସିପି ପିନାକ ମିଶ୍ର। ଯୁବତୀଙ୍କୁ ଯୌନ ଶୋଷଣ ମାମଲାରେ ସୌରୀନଙ୍କ ନାଁରେ ପୂର୍ବରୁ ଲୁକ୍ ଆଉଟ ସର୍କୁଲାର ଜାରି କରିଥିଲା କମିଶନରେଟ ପୋଲିସ। ଏହାସହ ସୌରୀନଙ୍କ ଏକାଧିକ ବ୍ୟାଙ୍କ ଆକାଉଣ୍ଟ ମଧ୍ୟ ଫ୍ରିଜ କରାଯାଇଛି।
ସୈାରିନଙ୍କ ବିରୋଧରେ ଜାରି ହେବ ଏନବିଡବ୍ଲ୍ୟୁ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











