The Ultimate Managed Hosting Platform
ADVERTISEMENT

୨୦ରୁ ବସ ଧର୍ମଘଟ

Facebook
Twitter
LinkedIn

ଭୁବନେଶ୍ୱର : ପୁଣି ଧର୍ମଘଟ ଡାକରା ଦେଲା ଘରୋଇ ବସ ମାଲିକ ସଂଘ । ଆସନ୍ତା ୨୦ ତାରିଖରୁ ସାରା ରାଜ୍ୟରେ ବସ ଧର୍ମଘଟ । ଲକ୍ଷ୍ମୀ ଯୋଜନାକୁ ବିରୋଧ କରି ବସ ଧର୍ମଘଟ ନିଷ୍ପତ୍ତି । ବସ ମାଲିକ ସଂଘ କୋଷାଧ୍ୟକ୍ଷ ବରଦା ଆଚାର୍ଯ୍ୟଙ୍କ ସୂଚନା । ପାର୍ବଣ ସମୟରେ ବସ ଧର୍ମଘଟ ଦ୍ବାରା ଲୋକମାନେ ହଇରାଣ ହୋଇପାରନ୍ତି। କିନ୍ତୁ ପରିସ୍ଥିତି ଧର୍ମଘଟକୁ ଓହ୍ଲାଇବାକୁ ବାଧ୍ୟ କରିଛି ବୋଲି କହିଛନ୍ତି ଘରୋଇ ବସ ମାଲିକ ସଂଘ ସାଧାରଣ ସଂପାଦକ ଓ କୋଷାଧ୍ୟକ୍ଷ। ଲକ୍ଷ୍ମୀ ବସ ଯୋଜନା ଲାଗୁ ହେବା ପରେ ଘରୋଇ ବସ୍ ମାଲିକମାନେ ଅସୁବିଧାରେ ପଡିବେ । ତେଣୁ ଏହାକୁ ବିରୋଧ କରି ଆସନ୍ତା ୨୦ରୁ ବସ୍ ଧର୍ମଘଟ କରାଯିବ ବୋଲି କହିଛି ସଂଘ। ପୂର୍ବରୁ ଲକ୍ଷ୍ମୀ ବସ ଯୋଜନାକୁ ବିରୋଧ କରି ଅକ୍ଟୋବର ୧୦ତାରିଖରୁ ବସ ଧର୍ମଘଟ କରିବାକୁ ନିଷ୍ପତ୍ତି ନେଇଥିଲା ଘରୋଇ ବସ ମାଲିକ ସଂଘ। ତେବେ ମୁଖ୍ୟମନ୍ତ୍ରୀଙ୍କ କାର୍ୟ୍ୟାଳୟ ସହ ଆଲୋଚନା ପରେ ଅକ୍ଟୋବର ୩୦ ତାରିଖ ପର୍ୟ୍ୟନ୍ତ ଧର୍ମଘଟ ସ୍ଥଗିତ ରଖିବାକୁ ନିଷ୍ପତ୍ତି ନେଇଥିଲା ସଂଘ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...

Login