The Ultimate Managed Hosting Platform
ADVERTISEMENT

ହାଇକୋର୍ଟ ଗଲେ ଜୟନାରାୟଣ

Facebook
Twitter
LinkedIn

ଭୁବନେଶ୍ୱର : ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିରୋଧୀ ଦଳ ନେତା ଜୟନାରାୟଣ । ୨ ଟି ମାମଲାରେ ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କଲେ । ସମ୍ବଲପୁର କ୍ଷେତରାଜପୁର ଥାନା ଓ ଟାଉନ ଥାନା ମାମଲାରେ ଆବେଦନ । ୨୦୨୨ ଫେବୃଆରୀରେ ଜୟନାୟରାଣ ମିଶ୍ର ତତ୍କାଳୀନ ସମ୍ବଲପୁର ସଦର ତହସିଲଦାର ଲକ୍ଷ୍ମଣ ଅମାତଙ୍କୁ ଜୀବନରୁ ମାରିଦେବାକୁ ଧମକ ଦେବା ସହ ଅଶ୍ରାବ୍ୟ ଭାଷାରେ ଗାଳିଗୁଲଜ କରିଥିଲେ ।ସେହିଭଳି ୨୦୨୩ରେ ଧନୁପାଲ୍ଲୀ ଥାନାର ପୂର୍ବତନ ଆଇଆଇସି ଅନୀତା ପ୍ରଧାନଙ୍କୁ ଆକ୍ରମଣ କରିବା ସହ ଧମକ ଦେଇଥିଲେ ଜୟନାରାୟଣ ।ଏହି ଦୁଇଟି ମାମଲା ଏବେ ବି କୋର୍ଟରେ ବିଚରାଧିନ ଥିବା ବେଳେ କାର୍ୟ୍ୟରତ ସରକାରୀ ଅଧିକାରୀଙ୍କୁ ଆକ୍ରମଣ ଓ ଧମକ ଦେବା ଅଭିଯୋଗରେ ଜୟନାରାୟଣ ଗିରଫ ହୋଇଯିବାର ଭୟ ରହିଛି । ଏହିଦୃଷ୍ଟିରୁ ସେ ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଥିବା ଜଣାପଡ଼ିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...

Login