The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର

Facebook
Twitter
LinkedIn

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହୋଇଛି । ଆହୁରି ଘନୀଭୂତ ହୋଇ ଅବପାତରେ ପରିଣତ ହେବା ସମ୍ଭାବନା ରହିଛି । ୨୩ବେଳକୁ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ପରିଣତ ସମ୍ଭାବନା ରହିଛି । ତେବେ ଏହାର ପ୍ରଭାବ ଓଡ଼ିଶା ଉପରେ ବିଶେଷ ରହିବ ନାହିଁ । ୨୩ ତାରିଖ ରାଜ୍ୟର ଉପକୂଳ ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ହାଲୁକା ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି । ଅପ୍ୟପଟେ ଆସନ୍ତା ୪ରୁ ୫ ଦିନ ମଧ୍ୟରେ ରାଜ୍ୟର ଦିନ ଓ ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅପରେସନ ସିନ୍ଦୂରରେ ଭାରତର କିଛି ବି କ୍ଷତି ହୋଇନି , ଯଦି ଅଛି ତେବେ ଗୋଟେ ଫଟୋ ଦେଖାଅ : ଅଜିତ ଡୋଭାଲ

ଅପରେସନ ସିନ୍ଦୂରରେ ଭାରତର କିଛି ବି କ୍ଷତି ହୋଇନି , ଯଦି ଅଛି ତେବେ ଗୋଟେ ଫଟୋ ଦେଖାଅ : ଅଜିତ ଡୋଭାଲ

ନୂଆଦିଲ୍ଲୀ : ଅପରେସନ ସିନ୍ଦୂରକୁ ନେଇ ବିଦେଶୀ ଗଣମାଧ୍ୟମ ଉପରେ ବର୍ଷିଲେ ଏନଏସଏ ଅଜିତ ଡୋଭାଲ । ଅପରେସନ ସିନ୍ଦୂରରେ ଭାରତ ଆଦୌ କ୍ଷତି ସହିନି ।...

ADVERTISEMENT
ପାଚିଲା ଅମୃତଭଣ୍ଡା ରସକୁ ପିଇଲେ ମିଳେ ଅନେକ ଫାଇଦା, ଆଖି ପାଇଁ ଲାଭଦାୟକ

ପାଚିଲା ଅମୃତଭଣ୍ଡା ରସକୁ ପିଇଲେ ମିଳେ ଅନେକ ଫାଇଦା, ଆଖି ପାଇଁ ଲାଭଦାୟକ

ବ୍ୟୁରୋ : ଅମୃତଭଣ୍ଡା ଫାଇବର, ଭିଟାମିନ୍, ମିନେରାଲ୍ ଏବଂ ଆଣ୍ଟିଅକ୍ସିଡାଣ୍ଟରେ ଭରପୂର ଏକ ଫଳ । ପିଲାଙ୍କଠାରୁ ବୃଦ୍ଧ ପର୍ୟ୍ୟନ୍ତ ଘରର ସମସ୍ତଙ୍କ ଖାଦ୍ୟରେ ଅମୃତଭଣ୍ଡା ସାମିଲ...

Login