The Ultimate Managed Hosting Platform
ADVERTISEMENT

ଗଗନୟାନର ସଫଳ ଲଞ୍ଚିଂ,୨୦୨୫ ସୁଦ୍ଧା ମହାକାଶକୁ ମାନବ ପଠାଇବ ଇସ୍ରୋ

Facebook
Twitter
LinkedIn


ଅମରାବତୀ : ଆଜି ହୋଇଛି ମିଶନ ଗଗନୟାନର ପ୍ରଥମ ଉଡାଣ ପରୀକ୍ଷଣ । ଶ୍ରୀହରିକୋଟା ସତୀଶ ଧାୱନ ସ୍ପେସ ସେଣ୍ଟରରୁ ଉତକ୍ଷେପଣ । ଭୂପୃଷ୍ଠରୁ ୧୭ କିମି ଉପରକୁ ଯାଇ ଖସିବ ମାନବ ବିହୀନ କ୍ରୁ-ମଡେଲ । ୨୦୨୫ ସୁଦ୍ଧା ମହାକାଶକୁ ମାନବ ପଠାଇବାକୁ ଇସ୍ରୋର ଲକ୍ଷ୍ୟ । ଚନ୍ଦ୍ରଯାନ-୩ର ସଫଳ ପରୀକ୍ଷଣ ପରେ ମହାକାଶ ଗବେଷଣାରେ ଭାରତୀୟ ମହାକାଶ ଗବେଷଣା ସଂସ୍ଥା ଇସ୍ରୋର ଆଉ ଏକ ମାଇଲଖୁଣ୍ଟ । ମିଶନ ଗଗନଯାନରେ ପ୍ରଥମ ପରୀକ୍ଷଣ ସଫଳ ହୋଇଛି। ଗଗନଯାନର କ୍ରୁ ମଡ୍ୟୁଲ ସଫଳତାର ସହ ପ୍ରକ୍ଷେପଣ କରାଯାଇଥିଲା। ସକାଳ ୧୦ଟା ସମୟରେ ହୋଇଥିଲା ଏହି ପରୀକ୍ଷଣ । ଏହା ପରେ ଗଗନଯାନରେ କ୍ରୁ ଏସକେପ୍ ମଡ୍ୟୁଲର ପରୀକ୍ଷଣ ହୋଇଥିଲା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login