The Ultimate Managed Hosting Platform
ADVERTISEMENT

ଆଜି ମହାମାୟାଙ୍କ ମହାଷ୍ଟମୀ ପୂଜା

Facebook
Twitter
LinkedIn

ଭୁବନେଶ୍ୱର : ଧରାବତରଣ କରିଛନ୍ତି ଜଗତଜନନୀ ମାଆ ଦୁର୍ଗା। ପୀଠରେ ମାଆଙ୍କର ଆଜି ନବମୀ ପୂଜା ହେଉଥିବାବେଳେ ମଣ୍ଡପରେ ମହାଷ୍ଟମୀ ପୂଜା। ମାଆଙ୍କ ଆଗମନରେ ଗାଁରୁ ସହର ଉତ୍ସବମୁଖର। ଘଣ୍ଟଘଣ୍ଟା ଓ ମନ୍ତ୍ରଧ୍ବନୀରେ ପ୍ରକମ୍ପିତ ହେଉଛି ପରିବେଶ। ଭକ୍ତି ଭାବରେ ଦର୍ଶନ କରୁଛନ୍ତି ଭକ୍ତ। ଆଜି ମହିଳା ମାନେ ମାଆଙ୍କ ପାଖରେ ବ୍ରତ ,ଶାଢୀ, ଶଙ୍ଖା ଓ ସିନ୍ଦୁର ପୂଜାର୍ଚ୍ଚନା କରୁଛନ୍ତି। ବିଭିନ୍ନପୂଜା ମଣ୍ଡପରେ ଶ୍ରଦ୍ଧାଳୁଙ୍କ ଆକର୍ଷିତ କରୁଛି ସୁଉଚ୍ଚ ତୋରଣ। ବଡ଼ ବଡ଼ ତୋରଣ ସାଙ୍ଗକୁ ରଙ୍ଗୀନ ଆଲୋକମାଳାରେ ସଜେଇ ହୋଇଛି ଭୁବନେଶ୍ବର। ଦୁର୍ଗା ପୂଜା ଲାଗି ସହରରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login