The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ବସ ମାଲିକ ଓ ସରକାର ଆଲୋଚନା

Facebook
Twitter
LinkedIn

ଭୁବନେଶ୍ୱର : ବସ ମାଲିକ ସଂଘ ଓ ସରକାରଙ୍କ ମଧ୍ୟରେ ଆଲୋଚନା । ଖାରବେଳ ଭବନରେ ଚାଲିଛି ଉଭୟ ପକ୍ଷ ମଧ୍ୟରେ ଆଲୋଚନା । ପରିବହନ ମନ୍ତ୍ରୀ ଟୁକୁନି ସାହୁଙ୍କ ଅଧ୍ୟକ୍ଷତାରେ ଚାଲିଛି ମିଟିଂ ।
ଅପରପକ୍ଷେ ବସ ମାଲିକ ସଂଘରେ ଫାଟ । ବାଲେଶ୍ୱର ବସ ମାଲିକ ସଂଘକୁ ସାଙ୍ଗ କଲାନି ରାଜ୍ୟ ବସ ମାଲିକ ସଂଘ । ବୈଠକରେ ଯୋଗ ଦେବାକୁ ଯାଇଥିବା ବାଲେଶ୍ୱର ସଂଘକୁ ବିରୋଧ । ବୈଠକରେ ଯୋଦ ନ ଦେଇ ଫେରି ଆସିଲେ ବାଲେଶ୍ୱର ସଂଘ ସଭାପତି । ବୈଠକରୁ ଫେରି ଆସି ବାଲେଶ୍ୱର ସଂଘ ସଭାପତି ବାଦଲ ଦାସଙ୍କ ପ୍ରତିକ୍ରିୟା । ଲକ୍ଷ୍ମୀ ବସ ଯୋଜନାକୁ ବାଲେଶ୍ୱର ବସ ମାଲିକ ସଂଘ ସମର୍ଥନ କରୁଛି । ଲୋକଙ୍କ ସ୍ୱାର୍ଥକୁ ବିରୋଧ କରୁଥିବା ରାଜ୍ୟ ସଂଘକୁ ସମର୍ଥନ ଦେବୁନି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ହେଲପଲାଇନ ନଂ ଜାରି- ୦୧୧-୨୪୬୧୦୮୪୩,୯୬୫୦୩୯୧୮୫୯

ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦ : ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଏକ୍ସରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଆମ...

ADVERTISEMENT
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...

Login