ନୟାଗଡ଼: ନୟାଗଡ ସହରର ଖଣ୍ଡପଡା ରୋଡରେ ଥିବା ଶ୍ରୀ ଶ୍ୟାମ୍ ଗାର୍ମେଣ୍ଟ ସୋରୁମରେ ଅଗ୍ନିକାଣ୍ଡ । ବିଳମ୍ବିତ ରେ ନିଆଁ ଲାଗିଥିବା ଅନୁମାନ । ନିଆଁ ଲିଭାଇବାରେ ୪ଟି ଦମକଳ ଏବଂ ୩୦ଅଧିକ ଅଗ୍ନିଶମ କର୍ମଚାରୀ ନିୟୋଜିତ । ସୋରୁମର ଆକାର ବଡ ହୋଇଥିବାରୁ ଏବଂ ଭିତରୁ ଧୁଆଁ ଯୋରରେ ବାହାରୁଥିବାରୁ ନିଆଁ ଆୟତ କରିବାକୁ ୪ଘଣ୍ଟାରୁ ଅଧିକ ସମୟ ଲାଗିଥିଲା । ୨ କୋଟିରୁ ଅଧିକ ଟଙ୍କାର ସମ୍ପତ୍ତି ପୋଡିଯାଇଥିବା ମାଲିକଙ୍କ ସୂଚନା । ସର୍ଟସର୍କିଟ ଯୋଗୁ ନିଆଁ ଲାଗିଥିବା ଅନୁମାନ । ସବୁଦିନପରି ଗତକାଲି ରାତି ୧୦ଟାରେ ଦୋକାନ ମାଲିକ ଏବଂ କର୍ମଚାରୀ ଦୋକାନ ବନ୍ଦ କରି ଘରକୁ ଯାଇଥିଲେ । ରାତି ପ୍ରାୟ ୩ଟା ସମୟରେ ସ୍ଥାନୀୟ ଲୋକମାନେ ଦୋକାନରୁ ଧୁଆଁ ବାହାରୁଥିବା ଦେଖି ମାଲିକଙ୍କୁ ଖବର ଦେଇଥିଲେ ।
ପରେ ଅଗ୍ନିଶମ ବାହିନୀ ଖବରପାଇ ଘଟଣାସ୍ଥଳକୁ ଆସିଥିଲେ । ତେବେ ଦୋକାନ ସଂପୂର୍ଣ୍ଣ ବନ୍ଦ ଥିବାରୁ ନିଆଁ ଆୟତ କରିବା କଷ୍ଟକର ହୋଇପଡିଥିଲା । ଏପରିକି ନିଆଁ ଲିଭାଇବା ପାଇଁ ଜେସିବି ଲଗାଇ ଦୋକାନଘର ଭାଙ୍ଗିବାକୁ ପଡିଥିଲା । ନିଆଁ କିପରି ଲାଗିଲା ସେ ସମ୍ପର୍କରେ ପରେ ଜଣାପଡିବ ବୋଲି ଫାୟାର ଅଫିସର୍ କହିଥିବାବେଳେ ସିଲିଙ୍ଗରୁ ସର୍ଟସର୍କିଟ ହୋଇ ନିଆଁ ଲାଗିଥିବା ଅନୁମାନ କରାଯାଉଛି ବୋଲି ଦୋକାନ ମାଲିକ କହିଛନ୍ତି।
ଗାର୍ମେଣ୍ଟ ସୋରୁମରେ ଅଗ୍ନିକାଣ୍ଡ, ୨ କୋଟିରୁ ଅଧିକ ଟଙ୍କାର ସମ୍ପତ୍ତି ପୋଡି ପାଉଁଶ
Facebook
Twitter
LinkedIn
Facebook
Twitter
LinkedIn
Recent News
Best Live Casino Games Evolution Games
From my experience, it can be hard as a beginner to know which live dealer games to play. Operators must...
Valor Bet App Biggest playing feel
It is crucial to identify trustworthy aviator betting websites to experience a safe and uninterrupted gaming environment. Numerous platforms in...
Divertimento_assicurato_e_chicken_road_in_questa_sfida_a_evitare_pericoli_sulla
Divertimento assicurato e chicken road in questa sfida a evitare pericoli sulla strada virtualeLa Meccanica di Base e le Strategie...







