The Ultimate Managed Hosting Platform
ADVERTISEMENT

ବଦଳିଲେ କଟକ ଜିଲ୍ଲାପାଳ

Facebook
Twitter
LinkedIn

କଟକ : ବଦଳିଲେ କଟକ ଜିଲ୍ଲାପାଳ । କଟକ ଜିଲ୍ଲାପାଳ ଭବାନୀ ଶଙ୍କର ଚୟନୀଙ୍କର ଉଚ୍ଚ ଶିକ୍ଷା ବିଭାଗର ନିର୍ଦ୍ଦେଶକ ଭାବେ ବଦଳି ହୋଇଛି । ତାଙ୍କ ସ୍ଥାନରେ ନରହରି ସେଠୀଙ୍କୁ କଟକ ଜିଲ୍ଲାପାଳ ଭାବେ ନିଯୁକ୍ତି ମିଳିଛି । ସେ ଏବେ ଉଚ୍ଚଶିକ୍ଷା ବିଭାଗର ନିର୍ଦ୍ଦେଶକ ଅଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...

Login