The Ultimate Managed Hosting Platform
ADVERTISEMENT

ପୁଣି ଜଣେ ଓଡିଆ ପୁଅଙ୍କୁ ଗୁରୁ ଦାୟିତ୍ୱ, ଆରବିଆଇ ଏକଜିକ୍ୟୁଟିଭ ଡିରେକ୍ଟର ହେଲେ ମନୋରଞ୍ଜନ ମିଶ୍ର

Facebook
Twitter
LinkedIn

ଭୁବନେଶ୍ୱର: ସର୍ବଭାରତୀୟ ସ୍ତରର ଉଚ୍ଚ ପଦବୀରେ ନିଯୁକ୍ତ ହେଲେ ଆଉ ଜଣେ ଓଡ଼ିଆ ପୁଅ । ରିଜର୍ଭ ବ୍ୟାଙ୍କର ଏକଜିକ୍ୟୁଟିଭ ଡି଼ରେକ୍ଟର ଭାବେ ଦାୟିତ୍ବ ନେଇଛନ୍ତି ମନୋରଞ୍ଜନ ମିଶ୍ର ।ମନୋରଂଜନ ନଭେମ୍ବର ୧ରୁ ଦାୟିତ୍ୱ ନେଇଛନ୍ତି। ଆଗରୁ ସେ ରିଜର୍ଭ ବ୍ୟାଙ୍କର ରେଗୁଲେସନ ବିଭାଗରେ ଚିଫ୍ ଜେନେରାଲ ମ୍ୟାନେଜର ଥିଲେ। ଆରବିଆଇରେ ସେ ପ୍ରାୟ ୩ ଦଶନ୍ଧି ଧରି କାମ କରି ଆସୁଛନ୍ତି। ବ୍ୟାଙ୍କ ଓ ଏନବିଏଫସିର ରେଗୁଲେସନ, ବ୍ୟାଙ୍କ ଓ ମୁଦ୍ରା ପରିଚାଳନା ନେଇ ତାଙ୍କର ବହୁ ଅଭିଜ୍ଞତା ରହିଛି। ମନୋରଞ୍ଜନ ମିଶ୍ର ଅର୍ଥନୀତିରେ ସ୍ନାତକୋତ୍ତ ଓ ଫାଇନାନ୍ସରେ ଏମବିଏ କରିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ଦୁର୍ଗାପୁର ଗଲେ ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା

ଦୁର୍ଗାପୁର ଗଲେ ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ଦୁର୍ଗାପୁର ଗଲେ ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା ଶୋଭନା ମହାନ୍ତି । ମହିଳା କମିଶନ...

Login