The Ultimate Managed Hosting Platform
ADVERTISEMENT

କୁକୁର କାମୁଡାରେ ୯ ଆହତ

Facebook
Twitter
LinkedIn

ସୋର : ପାଗଳା କୁକର ଆତଙ୍କ । କୁକୁର କାମୁଡାରେ ୯ ଆହତ । ସେମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ହେଂସଗୁଡା ଗାଁରେ ପାଗଳା କୁକୁର ଆତଙ୍କରେ ଲୋକେ ଭୟଭୀତ ।
ଦିନକୁ ଦିନ ବୁଲା କୁକୁରଙ୍କ ଦୌରାତ୍ମ୍ୟ ବଢ଼ିବାକୁ ଲାଗିଥିବା ବେଳେ ଗତକାଲି ରାତିରେ ୯ ଜଣଙ୍କୁ କୁକୁର କାମୁଡ଼ିଛି । ହାତ ଓ ଗୋଡ଼ରେ ଗଭୀତ କ୍ଷତ ସୃଷ୍ଟି ହେବା ସହିତ ଗୁରୁତର ଆହତ ହୋଇଛନ୍ତି । ଲୋକମାନେ ସେମାନଙ୍କୁ ଉଦ୍ଧାର କରି ସୋର ଡାକ୍ତର ଖାନାରେ ଭର୍ତ୍ତି କରିଥିଲେ । ଅନେକଙ୍କ ଅବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଦୁର୍ଗାପୁର ଗଲେ ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା

ଦୁର୍ଗାପୁର ଗଲେ ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ଦୁର୍ଗାପୁର ଗଲେ ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା ଶୋଭନା ମହାନ୍ତି । ମହିଳା କମିଶନ...

ADVERTISEMENT
“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

Login