The Ultimate Managed Hosting Platform
ADVERTISEMENT

ଖସୁଛି ପାରଦ ବଢୁଛି ଶୀତ ; ୧୫ ଡିଗ୍ରୀ ତଳେ ୫ ସହର

Facebook
Twitter
LinkedIn

ଭୁବନେଶ୍ୱର : ଧୀରେ ଧୀରେ ପଡିଲାଣି ଥଣ୍ଡା ବା କୋହଲା ପାଗ । କୁହୁଡିର ଆସ୍ତରଣ ଢାଙ୍କିଲାଣି । ରାଜ୍ୟରେ ଆରମ୍ଭ ହୋଇଛି ଶୀତର ପ୍ରକୋପ । କୁହୁଡ଼ ସହିତ ଧିରେ ଧିରେ ଶୀତ ବଢିବାରେ ଲାଗିଛି । ରାଜ୍ୟରେ ୧୫ ଡିଗ୍ରୀ ତଳେ ୫ ସହରର ରାତି ତାପମାତ୍ରା ରହୁଛି ।୧୧.୪ ଡିଗ୍ରୀ ସହ କନ୍ଧମାଳର ଜି.ଉଦୟଗିରି ସବୁଠାରୁ ଥଣ୍ଡା ସହର। କୋରାପୁଟ ୧୧.୭, ସିମିଳିଗୁଡା ୧୨, ଦାରିଙ୍ଗବାଡି ୧୩.୫ ଡିଗ୍ରୀ, କିରେଇ ୧୪.୫, ଫୁଲବାଣୀ ୧୫, କଟକ ୨୦, ଭୁବନେଶ୍ୱର ୨୦.୨ ଡିଗ୍ରୀ ରେକର୍ଡ କରାଯାଇଛି। ରାଜ୍ୟର ଅନେକ ସ୍ଥାନରେ ପାରଦ ସ୍ବାଭାବିକ ତାପମାତ୍ରା ଠାରୁ ୨ରୁ ୩ ଡିଗ୍ରୀ କମ୍ ରହିବା ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ଆକଳନ କରିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login