The Ultimate Managed Hosting Platform
ADVERTISEMENT

ଟିମ ଇଣ୍ଡିଆକୁ ବାଲୁକାକଳା ମାଧ୍ୟମରେ ଶୁଭେଚ୍ଛା

Facebook
Twitter
LinkedIn

ଭୁବନେଶ୍ୱର : ଆଜି ବିଶ୍ୱକପର ପ୍ରଥମ ସେମିଫାଇନାଲରେ ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ହେବ କଡା ଟକ୍କର । ଭାରତ-ନ୍ୟୁଜିଲାଣ୍ଡ ସେମିଫାଇନାଲ ଅବସରରେ ଟିମ ଇଣ୍ଡିଆକୁ ଶୁଭେଚ୍ଛା । ବାଲୁକାକଳା ମାଧ୍ୟମରେ ଶୁଭେଚ୍ଛା ବାର୍ତ୍ତା ଦେଇଛନ୍ତି ଆନ୍ତର୍ଜାତିକ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ। ପୁରୀ ବେଳାଭୂମିରେ ୧୫ ଫୁଟ ଦୀର୍ଘ ଏକ ବ୍ୟାଟ ସହ ମୁମ୍ବାଇ ୱାଙ୍ଖଡେ ଷ୍ଟାଡିୟମକୁ ନେଇ ବାଲୁକାକଳା ପ୍ରସ୍ତୁତ କରିଛନ୍ତି ସୁଦର୍ଶନ । ସେଥିରେ ସେ ରୋହିତ ବାହିନୀଙ୍କୁ ଗୁଡଲକ୍ ଟିମ୍ ଭାରତ ଫର୍ ସେମିଫାଇନାଲ ବୋଲି ଲେଖିଛନ୍ତି । ସେମିଫାଇନାଲ ମ୍ୟାଚରେ ଭାରତର ବିଜୟ ନେଇ ଶୁଭେଛ୍ଛା ଜଣାଇଛନ୍ତି ଆନ୍ତର୍ଜାତିକ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ। ଅନ୍ୟପଟେ ବିଶ୍ବକପର ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ସେମିଫାଇନାଲ ପାଇଁ ଚାଲିଛି ପୂଜାର୍ଚ୍ଚନା । ମ୍ୟାଚ ଦିନ ୨ଟାରେ ଆରମ୍ଭ ହେବାକୁ ଥିବାବେଳେ ସକାଳୁ ବିଭିନ୍ନ ସ୍ଥାନରେ ପୂଜାପାଠ ଚାଲିଛି । ସେମିଫାଇନାଲରେ ଭାରତର ବାଜିମାତ ପାଇଁ ଗଙ୍ଗା ଆଳତୀ କରୁଛନ୍ତି ପ୍ରଶଂସକ ଓ ଶ୍ରଦ୍ଧାଳୁ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login