The Ultimate Managed Hosting Platform
ADVERTISEMENT

ବିଶ୍ୱକପ: ଟସ ଜିତି ବ୍ୟାଟିଂ କରିବ ଭାରତ

Facebook
Twitter
LinkedIn

ମୁମ୍ବାଇ : ଭାରତ-ନ୍ୟୁଜିଲାଣ୍ଡ ବିଶ୍ୱକପ କ୍ରିକେଟ ସେମିଫାଇନାଲ । ଟସ ଜିତିଲା ଭାରତ , ପ୍ରଥମେ ବ୍ୟାଟିଂ ପାଇଁ ନିଷ୍ପତ୍ତି । ମୁମ୍ବାଇ ୱାଙ୍ଖଡେ ଷ୍ଟାଡିୟମରେ ସେମିଫାଇନାଲ ଟକ୍କର । ଭାରତ ନା ନ୍ୟୁଜିଲାଣ୍ଡ ? କାହାକୁ ମିଳିବ ଫାଇନାଲ ଟିକେଟ । ଆଜି ବିଶ୍ବକପର ପ୍ରଥମ ସେମିରେ ନ୍ୟୁଜିଲାଣ୍ଡକୁ ଭେଟିବ ଟିମ୍ ଇଣ୍ଡିଆ । ମୁମ୍ବାଇର ୱାଙ୍ଖଡେରେ ୱିଲିୟମସନ ବାହିନୀକୁ ଚିତ୍ କରିବାକୁ ରୋହିତ ଆଣ୍ଡ କୋର ସ୍ବତନ୍ତ୍ର ଷ୍ଟ୍ରାଟେଜି । ନକ ଆଉଟରେ ଚକମା ଦେବାରେ ମାହିର୍ ବ୍ଲାକ୍ କ୍ୟାପ୍ । ତେଣୁ ୨୦୧୯ର ବଦଲା ନେବାକୁ ଅଣ୍ଟା ଭିଡିଛି ଟିମ୍ ଇଣ୍ଡିଆ ।
ଆସନ୍ତା ରବିବାର ଫାଇନାଲ୍ ଫାଇଟ୍ । ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ହେବ ଟାଇଟଲ ଲଢେଇ । ଏହାପୂର୍ବରୁ ନ୍ୟୁଜିଲାଣ୍ଡ ବିପକ୍ଷ ସେମି ଲଢେଇ ଭାରତ ପାଇଁ ଅଗ୍ନୀ ପରୀକ୍ଷା । .

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login