The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ଆଉ ୧୭ ମୁକୁଳିଲେ

Facebook
Twitter
LinkedIn

ନୂଆଦିଲ୍ଲୀ : ଆଉ ୧୭ ପଣବନ୍ଦୀଙ୍କୁ ମୁକ୍ତ କଲା ହମାସ । ମୁକ୍ତ ୧୭ ପଣବନ୍ଦୀଙ୍କୁ ଇକ୍ସିପ୍ଟ ପଠାଇଲା ରେଡକ୍ରସ । ୧୭ ଜଚ୍ଚଙ୍କ ମଧ୍ୟରୁ ୧୩ ଇସ୍ରାଏଲ ଓ ୪ ଥାଇଲାଣ୍ଡ ନାଗରିକ । ପ୍ରଥମ ପର୍ଯ୍ୟାୟରେ ୨୦ ପଣବନ୍ଦୀଙ୍କୁ ମୁକ୍ତ କରିଥିଲା ହମାସ । ଯୁଦ୍ଧବନ୍ଦୀ ମାନେ ଇଜିପ୍ଟ ଦେଇ ଇସ୍ରାଏଲରେ ପହଁଚିଥିବା ବେଳେ ସେମାନଙ୍କୁ ମ୍ବାଗତ କରାଯାଇଛି । ସେହିପରି ଜେଲରେ ଥିବା କିଛି ପାଲେଷ୍ଟାଇନ ନାଗରିକଙ୍କୁ ମୁକ୍ତ କରିବାକୁ ରାଜି ହୋଇଛି ଇସ୍ରାଏଲ । ଯୁଦ୍ଧ ବିରତିକୁ ଆହୁରି ଗୋଟିଏ ଦିନ ବାକି ଥିବା ବେଳେ ଗାଜା ଷ୍ଟ୍ରିପରେ ପୁଣି ଉତେଜନା ଦେଖିବାକୁ ମିଳିଛି । ଇସ୍ରାଏଲ ସେନା ୬ଜଣ ପାଲେଷ୍ଟାଇନ ନାଗରିକଙ୍କୁ ହତ୍ୟା କରିଥିବା ନେଇ ଅଭିଯୋଗ ଆଣିଛି ହମାସ । ଆଉ ୧୨ଜଣ ଇସ୍ରାଏଲ ନାଗରିକଙ୍କୁ ମୁକ୍ତ କରିବାକୁ ବିଳମ୍ବ କଲେ ଯୁଦ୍ଧ ବିରତି ଶେଷ କରି ହମାସ ଉପରେ ଆକ୍ରମଣ କରିବାକୁ ଚେତାବନୀ ଦେଇଛି ଇସ୍ରାଏଲ । ସେପଟେ ଯୁଦ୍ଧ ବିରତି ଅବଧି ବଢାଇବାକୁ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଉଭୟ ପକ୍ଷଙ୍କୁ ଅପିଲ କରିଥିବା ବେଳେ ଗାଜା ଷ୍ଟ୍ରିପରେ ୧୦୦ରୁ ଅଧିକ ଟ୍ରକରେ ମାନବୀୟ ସହାୟତା ପହଁଚିସାରିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅପରେସନ ସିନ୍ଦୂରରେ ଭାରତର କିଛି ବି କ୍ଷତି ହୋଇନି , ଯଦି ଅଛି ତେବେ ଗୋଟେ ଫଟୋ ଦେଖାଅ : ଅଜିତ ଡୋଭାଲ

ଅପରେସନ ସିନ୍ଦୂରରେ ଭାରତର କିଛି ବି କ୍ଷତି ହୋଇନି , ଯଦି ଅଛି ତେବେ ଗୋଟେ ଫଟୋ ଦେଖାଅ : ଅଜିତ ଡୋଭାଲ

ନୂଆଦିଲ୍ଲୀ : ଅପରେସନ ସିନ୍ଦୂରକୁ ନେଇ ବିଦେଶୀ ଗଣମାଧ୍ୟମ ଉପରେ ବର୍ଷିଲେ ଏନଏସଏ ଅଜିତ ଡୋଭାଲ । ଅପରେସନ ସିନ୍ଦୂରରେ ଭାରତ ଆଦୌ କ୍ଷତି ସହିନି ।...

ADVERTISEMENT
ପାଚିଲା ଅମୃତଭଣ୍ଡା ରସକୁ ପିଇଲେ ମିଳେ ଅନେକ ଫାଇଦା, ଆଖି ପାଇଁ ଲାଭଦାୟକ

ପାଚିଲା ଅମୃତଭଣ୍ଡା ରସକୁ ପିଇଲେ ମିଳେ ଅନେକ ଫାଇଦା, ଆଖି ପାଇଁ ଲାଭଦାୟକ

ବ୍ୟୁରୋ : ଅମୃତଭଣ୍ଡା ଫାଇବର, ଭିଟାମିନ୍, ମିନେରାଲ୍ ଏବଂ ଆଣ୍ଟିଅକ୍ସିଡାଣ୍ଟରେ ଭରପୂର ଏକ ଫଳ । ପିଲାଙ୍କଠାରୁ ବୃଦ୍ଧ ପର୍ୟ୍ୟନ୍ତ ଘରର ସମସ୍ତଙ୍କ ଖାଦ୍ୟରେ ଅମୃତଭଣ୍ଡା ସାମିଲ...

Login