The Ultimate Managed Hosting Platform
ADVERTISEMENT

୩ ଲକ୍ଷ ଲେଖାଏଁ ସହାୟତା

Facebook
Twitter
LinkedIn

ଘଟଗାଁ ଦୁର୍ଘଟଣା ; ୮ ମୃତକଙ୍କ ପରିବାରକୁ ଅନୁକମ୍ପା ରାଶି ଘୋଷଣା । ୩ ଲକ୍ଷ ଲେଖାଏଁ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ । ୧୨ ଆହତଙ୍କୁ ମାଗଣା ଚିକିତ୍ସା ଯୋଗାଇ ଦେବାକୁ ନିଦେ୍ର୍ଦଶ । ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ। ମୃତକଙ୍କ ପରିବାରକୁ ତିନି ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ସହାୟତା ରାଶି ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଅନୁକମ୍ପା ସହାୟତା ରାଶି ପ୍ରଦାନ କରାଯିବ।
ଦୁର୍ଘଟଣାରେ ଆହତଙ୍କୁ ମାଗଣାରେ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏହାସହ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login