The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ଉତ୍କଳ ବିଶ୍ୱବିଦ୍ୟାଳୟକୁ A+ ଗ୍ରେଡ

Facebook
Twitter
LinkedIn

ଭୁବନେଶ୍ୱର : ଉତ୍କଳ ବିଶ୍ୱବିଦ୍ୟାଳୟ ପାଇଁ ଖୁସି ଖବର । ନାକ ଟିମର ପୁନଃ ବିଚାର ପରେ ଉତ୍କଳ ବିଶ୍ୱବିଦ୍ୟାଳୟକୁ ଏ-ପ୍ଲସ ଗ୍ରେଡ ମିଳିଛି । ପାଞ୍ଚ ବର୍ଷ ପରେ ଉତ୍କଳ ବିଶ୍ୱବିଦ୍ୟାଳୟ ଏ ପ୍ଲସ ପ୍ଲସ ଗ୍ରେଡ ପାଇବ ବୋଲି ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ କହିଛନ୍ତି । ମେ ମାସରେ ଆସିଥିବା ନ୍ୟାସନାଲ ଆସେସମେଣ୍ଟ ଆଣ୍ଡ୍ ଆକ୍ରିଡିଟେସନ୍ କାଉନସିଲ (ନ୍ୟାକ୍) ଟିମ୍ ଉକ୍ରଳ ବିଶ୍ୱବିଦ୍ୟାଳୟକୁ ଏ ଗ୍ରେଡ ଦେଇଥିଲେ । ଏହାର ପୁନଃ ବିଚାର ପାଇଁ ଆବେଦନ କରିଥିଲେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ । ଯାହାର ଫଳାଫଳ ଆଶାନୁରୂପକ ଆସିଛି । ଏଥର ଟିମ୍ ୱାର୍କ ପାଇଁ ଉତ୍କଳ ବିଶ୍ୱବିଦ୍ୟାଳୟକୁ ଏହି ସଫଳତା ମିଳିଛି ।ଆଗକୁ ସବୁ ବିଭାଗରେ କିପରି ଉନ୍ନତି ହେବ ତାକୁ ଧ୍ୟାନ ଦିଆଯିବ । ଏବେ ନୂଆ ଶିକ୍ଷା ନୀତିକୁ ଲାଗୁ କରାଯିବା ଫଳରେ ଅଧିକ ସୁବିଧା ମିଳିବ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅପରେସନ ସିନ୍ଦୂରରେ ଭାରତର କିଛି ବି କ୍ଷତି ହୋଇନି , ଯଦି ଅଛି ତେବେ ଗୋଟେ ଫଟୋ ଦେଖାଅ : ଅଜିତ ଡୋଭାଲ

ଅପରେସନ ସିନ୍ଦୂରରେ ଭାରତର କିଛି ବି କ୍ଷତି ହୋଇନି , ଯଦି ଅଛି ତେବେ ଗୋଟେ ଫଟୋ ଦେଖାଅ : ଅଜିତ ଡୋଭାଲ

ନୂଆଦିଲ୍ଲୀ : ଅପରେସନ ସିନ୍ଦୂରକୁ ନେଇ ବିଦେଶୀ ଗଣମାଧ୍ୟମ ଉପରେ ବର୍ଷିଲେ ଏନଏସଏ ଅଜିତ ଡୋଭାଲ । ଅପରେସନ ସିନ୍ଦୂରରେ ଭାରତ ଆଦୌ କ୍ଷତି ସହିନି ।...

ADVERTISEMENT
ପାଚିଲା ଅମୃତଭଣ୍ଡା ରସକୁ ପିଇଲେ ମିଳେ ଅନେକ ଫାଇଦା, ଆଖି ପାଇଁ ଲାଭଦାୟକ

ପାଚିଲା ଅମୃତଭଣ୍ଡା ରସକୁ ପିଇଲେ ମିଳେ ଅନେକ ଫାଇଦା, ଆଖି ପାଇଁ ଲାଭଦାୟକ

ବ୍ୟୁରୋ : ଅମୃତଭଣ୍ଡା ଫାଇବର, ଭିଟାମିନ୍, ମିନେରାଲ୍ ଏବଂ ଆଣ୍ଟିଅକ୍ସିଡାଣ୍ଟରେ ଭରପୂର ଏକ ଫଳ । ପିଲାଙ୍କଠାରୁ ବୃଦ୍ଧ ପର୍ୟ୍ୟନ୍ତ ଘରର ସମସ୍ତଙ୍କ ଖାଦ୍ୟରେ ଅମୃତଭଣ୍ଡା ସାମିଲ...

Login