ଭଦ୍ରକ: ୧୬ ନମ୍ବର ଜାତୀୟ ଏନଏଚରେ ଦୁର୍ଘଟଣା । ଟ୍ରକକୁ ପଛରୁ ଧକ୍କା ଦେଲା କାର । ଜଣେ ମୃତ୍ୟୁ ବରଣ କରିଥିବା ବେଳେ ୪ ଗୁରୁତରଙ୍କୁ କଟକ ଓ ଭଦ୍ରକ ମେଡିକାଲରେ ଭର୍ତ୍ତି । ଟ୍ରକକୁ ପଛରୁ କାର୍ ଧକ୍କା ଦେବାରୁ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଜଣେ ମୃତ, ୪ ଜଣ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ କଟକ ଓ ଭଦ୍ରକ ମେଡିକାଲରେ ଭର୍ତ୍ତି କରାଯାଇଥିବା ଜଣାପଡିଛି । ସେହିପରି ସାଲେପୁରରେ ମଧ୍ୟ ଜଣେ ମହିଳାଙ୍କର ଦୁର୍ଘଟଣାରେ ମୃତ୍ୟୁ ହୋଇଥିବା ଜଣାପଡିଛି ।
Views: 88