The Ultimate Managed Hosting Platform
ADVERTISEMENT

ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ହାଣି ନିର୍ମମ ହତ୍ୟା

Facebook
Twitter
LinkedIn

କେନ୍ଦୁଝର : କେନ୍ଦୁଝର ଜିଲ୍ଲା ଘଟଗାଁରେ ଯୁବକଙ୍କୁ ନିର୍ମମ ହତ୍ୟା । ଢେଙ୍କିକୋଟ ଖଣ୍ଟଘର ଗାଁରେ ଯୁବକଙ୍କୁ ହତ୍ୟା ଅଭିଯୋଗ। ଗତକାଲି ରାତି ପ୍ରାୟ ୧୨ଟାରେ ଗୁରୁତର ଅବସ୍ଥାରେ ଘଟଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ଅଣାଯାଇଥିଲା ସେଠାରେ ତାଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ ।
ଯୁବକ ଜଣଙ୍କୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରାଯାଇଥିବା ପୋଲିସ ପକ୍ଷରୁ ସୂଚନା ମିଳିଛି । ଯୁବକ ଜଣଙ୍କୁ କିଏ ଓ କାହିଁକି ହତ୍ୟା କରିଛି ତାହା ବର୍ତ୍ତମାନ ପର୍ୟ୍ୟନ୍ତ ଜଣା ପଡିନାହିଁ । ଘଟଣା ସ୍ଥଳରେ ପୋଲିସ ତଦନ୍ତ ଆରମ୍ଭ କରିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login