The Ultimate Managed Hosting Platform
ADVERTISEMENT

ଲୋକସଭାରେ ହୋ ହଲ୍ଲାକୁ ନେଇ ବାଚସ୍ପତିଙ୍କ ବଡ କାର୍ଯ୍ୟାନୁଷ୍ଠାନ, ୫ ସାଂସଦଙ୍କୁ ଶୀତକାଳୀନ ଅଧିବେଶନରୁ ନିଲମ୍ବନ

Facebook
Twitter
LinkedIn

ନୂଆଦିଲ୍ଲୀ : ରାଜ୍ୟସଭାରୁ ଟିଏମସି ସାଂସଦ ଡେରେକ ଓ’ବ୍ରାୟନ ନିଲମ୍ବିତ ହେବା ପରେ ଏବେ ଲୋକସଭାରୁ ୫ ଜଣ ସାଂସଦଙ୍କୁ ନିଲମ୍ବନ କରିଛନ୍ତି ବାଚସ୍ପତି ଓମ୍ ବିର୍ଲା । ଲୋକସଭାରେ ହୋ ହାଲ୍ଲା କରିବା ଅଭିଯୋଗରେ ସେମାନଙ୍କୁ ନିଲମ୍ବନ କରାଯାଇଛି । ନିଲମ୍ବିତ ହୋଇଥିବା ୫ କଂଗ୍ରେସ ସାଂସଦଙ୍କ ମଧ୍ୟରେ ରହିଛନ୍ତି ଟିଏନ ପ୍ରତାପନ, ହିବି ଏଡେନ, ଏସ୍ ଜୋଥିମଣୀ, ରାମାୟା ହରିଦାସ ଓ ଡିନ୍ କୋରିଆକୋସେ । ସେମାନଙ୍କୁ ପୂରା ଶୀତକାଳୀନ ଅଧିବେଶନରୁ ନିଲମ୍ବନ କରାଯାଇଛି ।ଗତକାଲି ସଂସଦର ସୁରକ୍ଷା ବ୍ୟବସ୍ଥାରେ ହୋଇଥିବା ତ୍ରୁଟି ଉପରେ ଆଲୋଚନା କରିବାକୁ କଂଗ୍ରେସ ଓ ବିରୋଧୀ ସାଂସଦମାନେ ଦାବି କରୁଥିଲେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login