The Ultimate Managed Hosting Platform
ADVERTISEMENT

ଫେବୃଆରୀ ୧୬ରୁ ଯୁକ୍ତ ୨ ପରୀକ୍ଷା

Facebook
Twitter
LinkedIn

କଟକ : ଫେବ୍ରୁଆରୀ ୧୬ରୁ +୨ ପରୀକ୍ଷା । ଫେବ୍ରୁଆରୀ ୧୬ରୁ ପରୀକ୍ଷା ଆରମ୍ଭ ହୋଇ ମାର୍ଚ୍ଚ ୨୦ ଯାଏ ଚାଲିବ । କଳା, ବାଣିଜ୍ୟ ଓ ବିଜ୍ଞାନ ପରୀକ୍ଷା ହେବ। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପ୍ରକାଶ ପାଇଛି ପରୀକ୍ଷା ସୂଚନା । ପ୍ରଥମେ ୧୬ତାରିଖ ଦିନ ବଜ୍ଞାନ ପରୀକ୍ଷା ରହିଛି । ସେହିପରି ୧୭ ତାରିଖ ଦିନ କଳା ଓ ବାଣିଜ୍ୟ ପରୀକ୍ଷା ହେବ । ସୂଚନା ଅନୁଯାୟୀ ଗତ ୧୧ତାରିଖରେ କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ଶିକ୍ଷା ବୋର୍ଡ(ସିବିସିଏବିସ୍ଇ) ପକ୍ଷରୁ ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ତାରିଖ ଘୋଷଣା କରାଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login