The Ultimate Managed Hosting Platform
ADVERTISEMENT

ଇଟାଭାଟିରେ ଶ୍ୱାସରୁଦ୍ଧ ହୋଇ ୨ ଶ୍ରମିକ ମୃତ

Facebook
Twitter
LinkedIn

ଢେଙ୍କାନାଳ : ଇଟାଭାଟିରେ ଶ୍ୱାସରୁଦ୍ଧ ହୋଇ ୨ ଶ୍ରମିକ ମୃତ । ଜେନେରେଟର ଧୁଆଁରେ ଶ୍ୱାସରୁଦ୍ଧ ହୋଇ ମୃତ୍ୟୁ ହୋଇଥିବା ସୂଚନା । ଢେଙ୍କାନାଳ କଣ୍ଟାବଣିଆ ଥାନା ମାନପୁର ଗାଁରେ ଅଭାବନୀୟ ଘଟଣା । ଆଉ ଜଣେ ଗୁରୁତର ଅନୁଗୁଳ ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ଭର୍ତ୍ତି । ସୂଚନା ପାଇ ଘଟଣାସ୍ଥଳରେ ପୋଲିସ୍ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login