ନୂଆଦିଲ୍ଲୀ : ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଝଟକା । ରାଷ୍ଟ୍ରପତି ପଦ ପାଇଁ ଡୋନାଲ୍ଡ ଟ୍ରମ୍ପ ଅଯୋଗ୍ୟ ଘୋଷିତ । କ୍ୟାପିଟଲି ହିଂସା ମାମଲାରେ ଟ୍ରମ୍ପଙ୍କୁ ଅଯୋଗ୍ୟ ଘୋଷଣା । ଅଯୋଗ୍ୟ ଘୋଷଣା କଲେ କୋଲୋରାଡୋ କୋର୍ଟ । ସମ୍ବିଧାନର ଚତୁର୍ଦ୍ଦଶ ଧାରା ୩ ଅନୁଯାୟୀ କୋର୍ଟଙ୍କ ରାୟ । ତେବେ ରାୟକୁ ଉପର କୋର୍ଟରେ ଚ୍ୟାଲେଞ୍ଜ କରିପାରିବେ ଟ୍ରମ୍ପ । ୨୦୨୧ ଜାନୁଆରୀ ୬ ତାରିଖରେ ଆମେରିକା ରାଷ୍ଟ୍ରପତି ନିର୍ବାଚନ ଫଳାଫଳ ପ୍ରକାଶ ପାଇଥିଲା । ନିର୍ବାଚନରେ ଟ୍ରମ୍ପଙ୍କୁ ହରାଇ ଜୋ ବାଇଡେନ ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଥିଲେ । ଏହା ପରେ ଟ୍ରମ୍ପଙ୍କ ସମର୍ଥନମାନେ ହ୍ୱାଇଟ ହାଉସ ଭିତରକୁ ଧସେଇ ପଶିବାକୁ ଚେଷ୍ଟା କରିଥିଲେ । ଯେଉଁଥିପାଇଁ ପୁଲିସ ଏବଂ ଟ୍ରମ୍ପଙ୍କ ସମର୍ଥକଙ୍କ ମଧ୍ୟରେ ଧସ୍ତାଧସ୍ତି ହୋଇଥିଲା । ପ୍ରଥମ ଥର ପାଇଁ ଆମେରିକା ଇତିହାସରେ ପ୍ରଥମ ଥର ପାଇଁ ଦେଖିବାକୁ ମଳିଥିଲା । ତେବେ ଟ୍ରମ୍ପ ଏଥର ପୁଣି ନିର୍ବାଚନ ଲଢିବାକୁ ଯୋଜନା କରିଥିବା ବେଳେ ତାଙ୍କୁ ସୁପ୍ରିମକୋର୍ଟଙ୍କ ଝଟକା ଲାଗିଛି ।
ଡୋନାଲ୍ଡ ଟ୍ରମ୍ପଙ୍କୁ ବଡ ଝଟକା , ଲଢିପାରିବେନି ନିର୍ବାଚନ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











