The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ବିଶିଷ୍ଟ କବି ଆଶୁତୋଷଙ୍କୁ ଏକାଡେମୀ ପୁରସ୍କାର

Facebook
Twitter
LinkedIn

ଭୁବନେଶ୍ୱର : କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ଘୋଷଣା । ବିଶିଷ୍ଟ କବି ଆଶୁତୋଷ ପରିଡ଼ା ୨୦୨୩ ମସିହା ପାଇଁ ପାଇବେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର। ବିଶିଷ୍ଟ କବି ଆଶୁତୋଷ ପରିଡା ପାଇବେ ପୁରସ୍କାର । କବିତା ସଂକଳନ ଅପ୍ରସ୍ତୁତ ମୃତ୍ୟୁ ପାଇଁ ପାଇବେ ପୁରସ୍କାର । ଆଶୁତୋଷ ପରିଡ଼ା ୧୯୪୬ ମସିହା ଫେବ୍ରୁଆରି ମାସରେ କେନ୍ଦ୍ରାପଡ଼ାଠାରେ ଜନ୍ମଗ୍ରହଣ କରିଥିଲେ। ସେ ରାଉରକେଲାର ଆରଇସିରେ ଇଞ୍ଜିନିୟରିଂରେ ସ୍ନାତକ ହାସଲ କରିଥିଲେ। ଏହାପରେ ସେ ଆଇଆଇଟି ଖଡ଼ଗପୁରରେ ଆବର୍ତ୍ତ ପୃଥକୀକରଣ ଯନ୍ତ୍ରର ପ୍ରସ୍ତୁତି ନେଇ ଗବେଷଣା କରିଥିଲେ। ଏହାପରେ ଶ୍ରୀ ପରିଡ଼ା ଭୁବନେଶ୍ବର ଆଞ୍ଚଳିକ ଗବେଷଣା କେନ୍ଦ୍ରରେ ବୈଜ୍ଞାନିକ ଭାବେ କାର୍ୟ୍ୟ କରିଥିଲେ। କେବଳ ଜଣେ ବରିଷ୍ଠ ବୈଜ୍ଞାନିକ ଭାବେ ନୁହନ୍ତି, କବି ଭାବେ ମଧ୍ୟ ସେ ସୁପ୍ରତିଷ୍ଠିତ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅପରେସନ ସିନ୍ଦୂରରେ ଭାରତର କିଛି ବି କ୍ଷତି ହୋଇନି , ଯଦି ଅଛି ତେବେ ଗୋଟେ ଫଟୋ ଦେଖାଅ : ଅଜିତ ଡୋଭାଲ

ଅପରେସନ ସିନ୍ଦୂରରେ ଭାରତର କିଛି ବି କ୍ଷତି ହୋଇନି , ଯଦି ଅଛି ତେବେ ଗୋଟେ ଫଟୋ ଦେଖାଅ : ଅଜିତ ଡୋଭାଲ

ନୂଆଦିଲ୍ଲୀ : ଅପରେସନ ସିନ୍ଦୂରକୁ ନେଇ ବିଦେଶୀ ଗଣମାଧ୍ୟମ ଉପରେ ବର୍ଷିଲେ ଏନଏସଏ ଅଜିତ ଡୋଭାଲ । ଅପରେସନ ସିନ୍ଦୂରରେ ଭାରତ ଆଦୌ କ୍ଷତି ସହିନି ।...

ADVERTISEMENT
ପାଚିଲା ଅମୃତଭଣ୍ଡା ରସକୁ ପିଇଲେ ମିଳେ ଅନେକ ଫାଇଦା, ଆଖି ପାଇଁ ଲାଭଦାୟକ

ପାଚିଲା ଅମୃତଭଣ୍ଡା ରସକୁ ପିଇଲେ ମିଳେ ଅନେକ ଫାଇଦା, ଆଖି ପାଇଁ ଲାଭଦାୟକ

ବ୍ୟୁରୋ : ଅମୃତଭଣ୍ଡା ଫାଇବର, ଭିଟାମିନ୍, ମିନେରାଲ୍ ଏବଂ ଆଣ୍ଟିଅକ୍ସିଡାଣ୍ଟରେ ଭରପୂର ଏକ ଫଳ । ପିଲାଙ୍କଠାରୁ ବୃଦ୍ଧ ପର୍ୟ୍ୟନ୍ତ ଘରର ସମସ୍ତଙ୍କ ଖାଦ୍ୟରେ ଅମୃତଭଣ୍ଡା ସାମିଲ...

Login