ଫୁଲବାଣୀ : ମାତିଛି ପାଗଳ କୁକୁର । ବୁଲି ବୁଲି କାମୁଡୁଛି ଲୋକଙ୍କ । ଭୟଭୀତ ହେଲେଣି ଲୋକ । ଫୁଲବାଣୀରେ ପାଗଳ କୁକୁର କାମୁଡାରେ ୨୦ରୁ ଅଧିକ ଆହତ । ସହରର ବିଭିନ୍ନ ସାହିରେ ଗୋଡାଇ କାମୁଡିଛି ପାଗଳ କୁକୁର । କୁକୁର କାମୁଡାରେ ଆହତ ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ଭର୍ତ୍ତି ।
Views: 63

ଭୁବନେଶ୍ୱର : କଂଗ୍ରେସକୁ ତୀବ୍ର ସମାଲୋଚନା କଲେ ମନମୋହନ ସାମଲ । ଓଡିଶାରେ କଂଗ୍ରେସର କୈାଣସି ସ୍ଥାନ ନାହିଁ କହିଲେ ମନମୋହନ । ସୁଯୋଗ ମିଳିଲେ ବି...
ନୂଆଦିଲ୍ଲୀ : ଅପରେସନ ସିନ୍ଦୂରକୁ ନେଇ ବିଦେଶୀ ଗଣମାଧ୍ୟମ ଉପରେ ବର୍ଷିଲେ ଏନଏସଏ ଅଜିତ ଡୋଭାଲ । ଅପରେସନ ସିନ୍ଦୂରରେ ଭାରତ ଆଦୌ କ୍ଷତି ସହିନି ।...
ଭୁବନେଶ୍ୱର : ରାହୁଲଗାନ୍ଧୀ ଅବାନ୍ତର କଥା କହୁଛନ୍ତି କହିଲେ ଆଇନମନ୍ତ୍ରୀ । ବଳଭଦ୍ରଙ୍କ ରଥ ମୋଡ ନେବା କାରଣରୁ ରଥ ଟଣା ବିଳମ୍ବ ହେଲା । ଅଦାନୀଙ୍କ...
ବ୍ୟୁରୋ : ଅମୃତଭଣ୍ଡା ଫାଇବର, ଭିଟାମିନ୍, ମିନେରାଲ୍ ଏବଂ ଆଣ୍ଟିଅକ୍ସିଡାଣ୍ଟରେ ଭରପୂର ଏକ ଫଳ । ପିଲାଙ୍କଠାରୁ ବୃଦ୍ଧ ପର୍ୟ୍ୟନ୍ତ ଘରର ସମସ୍ତଙ୍କ ଖାଦ୍ୟରେ ଅମୃତଭଣ୍ଡା ସାମିଲ...