The Ultimate Managed Hosting Platform
ADVERTISEMENT

ଗୋ ଚାଲାଣ ବନ୍ଦ ପାଇଁ ଚେତାବନୀ , ପୋଷ୍ଟ ଲଗାଇଲେ ମାଓବାହିନୀ

Facebook
Twitter
LinkedIn

ସୁନ୍ଦରଗଡ : ସୁନ୍ଦରଗଡରେ ମାଓ ପୋଷ୍ଟର । ଗୋ ଚାଲାଣ ବନ୍ଦ ପାଇଁ ଲାଗିଲା ପୋଷ୍ଟର । ସୁନ୍ଦରଗଡ ଘୋରୋଇ ବସଷ୍ଟାଣ୍ଡରେ ଲାଗିଛି ପୋଷ୍ଟର।ଗତକାଲି ରାତି ଏହି ପୋଷ୍ଟର ଲାଗିଥିବା ଅନୁମାନ କରାଯାଉଛି। ଛତିଶଗଡ ,ଝାରଖଣ୍ଡ ସମେତ ସୁନ୍ଦରଗଡ଼ରେ ଦିନକୁ ଦିନ ଗୋ ଚାଲାଣ ବୃଦ୍ଧି ପାଉଥିବା ହେତୁ ପିପୁଲ୍ସ ଲିବେରେସନ୍ ଫ୍ରଣ୍ଟ ଅଫ ଇଣ୍ଡିଆ ଏପରି ପୋଷ୍ଟର ମାରି ଜିଲ୍ଲା ପ୍ରଶାସନକୁ ଚେତାଇ ଦେଇଛି । ଆସନ୍ତା ତିନି ମାସ ଭିତରେ ପୋଲିସ ପ୍ରଶାସନ କୌଣସି ପଦକ୍ଷେପ ନ ନିଏ ତାହେଲେ ଏଥିପାଇଁ ନିଜେ ଦାୟୀ ରହିବେ ବୋଲି ପୋଷ୍ଟରରେ ଉଲ୍ଲେଖ ରହିଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login