The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

କାମିୟା ଜାନି ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ କ୍ଷମା ମାଗନ୍ତୁ –କଂଗ୍ରେସ

Facebook
Twitter
LinkedIn

ଭୁବନେଶ୍ୱର : କାମିୟା ଜାନି ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କ କ୍ଷମା ପ୍ରାର୍ଥନା ଦାବି କଲା କଂଗ୍ରେସ । କ୍ଷମା ପ୍ରାର୍ଥନା ଦାବି କଲେ ପିସିସି ସଭାପତି ଶରତ ପଟ୍ଟନାୟକ । କାହା ନିଦେ୍ର୍ଦଶରେ କାମିୟା ଜାନିଙ୍କୁ ନେଇ ଶ୍ରୀମନ୍ଦିର ଯାଇଥିଲେ ପାଣ୍ଡିଆନ । ଯଦି ମୁଖ୍ୟମନ୍ତ୍ରୀଙ୍କ ନିଦେ୍ର୍ଦଶରେ ଯାଇଥିଲେ ତେବେ ମୁଖ୍ୟମନ୍ତ୍ରୀ କ୍ଷମା ମାଗନ୍ତୁ । ଭକ୍ତଙ୍କ ଭାବାବେଗ ସହ ଖେଳୁଛନ୍ତି କହିଲେ ଶରତ ପଟ୍ଟନାୟକ । ଆଗାମୀ ଦିନରେ ଦଳ ଚରମ ପଦକ୍ଷେପ ନେବ କହିଲେ ବିଜୟ ପଟ୍ଟନାୟକ । ମହାପ୍ରସାଦ ପ୍ରଚାର ପାଇଁ କଣ ଏଭଳି ବ୍ଲଗରଙ୍କ ଆବଶ୍ୟକତା ପଡିଲା । ମୁଖ୍ୟମନ୍ତ୍ରୀ କ୍ଷମା ମାଗନ୍ତୁ ନଚେତ କଂଗ୍ରେସ ଚରମ ପଦକ୍ଷେପ ନେବ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅପରେସନ ସିନ୍ଦୂରରେ ଭାରତର କିଛି ବି କ୍ଷତି ହୋଇନି , ଯଦି ଅଛି ତେବେ ଗୋଟେ ଫଟୋ ଦେଖାଅ : ଅଜିତ ଡୋଭାଲ

ଅପରେସନ ସିନ୍ଦୂରରେ ଭାରତର କିଛି ବି କ୍ଷତି ହୋଇନି , ଯଦି ଅଛି ତେବେ ଗୋଟେ ଫଟୋ ଦେଖାଅ : ଅଜିତ ଡୋଭାଲ

ନୂଆଦିଲ୍ଲୀ : ଅପରେସନ ସିନ୍ଦୂରକୁ ନେଇ ବିଦେଶୀ ଗଣମାଧ୍ୟମ ଉପରେ ବର୍ଷିଲେ ଏନଏସଏ ଅଜିତ ଡୋଭାଲ । ଅପରେସନ ସିନ୍ଦୂରରେ ଭାରତ ଆଦୌ କ୍ଷତି ସହିନି ।...

ADVERTISEMENT
ପାଚିଲା ଅମୃତଭଣ୍ଡା ରସକୁ ପିଇଲେ ମିଳେ ଅନେକ ଫାଇଦା, ଆଖି ପାଇଁ ଲାଭଦାୟକ

ପାଚିଲା ଅମୃତଭଣ୍ଡା ରସକୁ ପିଇଲେ ମିଳେ ଅନେକ ଫାଇଦା, ଆଖି ପାଇଁ ଲାଭଦାୟକ

ବ୍ୟୁରୋ : ଅମୃତଭଣ୍ଡା ଫାଇବର, ଭିଟାମିନ୍, ମିନେରାଲ୍ ଏବଂ ଆଣ୍ଟିଅକ୍ସିଡାଣ୍ଟରେ ଭରପୂର ଏକ ଫଳ । ପିଲାଙ୍କଠାରୁ ବୃଦ୍ଧ ପର୍ୟ୍ୟନ୍ତ ଘରର ସମସ୍ତଙ୍କ ଖାଦ୍ୟରେ ଅମୃତଭଣ୍ଡା ସାମିଲ...

Login