ଭୁବନେଶ୍ୱର : ଆଜି ପବିତ୍ର ବଡ଼ଦିନ । ଏ ନେଇ ସବୁଠି ଉତ୍ସବ ମୁଖର । ଉତ୍ସବ ପାଳୁଛନ୍ତି ଖ୍ରୀଷ୍ଟଧର୍ମାବଲାମ୍ବୀ । ଉତ୍ସବମୁଖର ହୋଇଛି ସାରା ବିଶ୍ବ । ମଧ୍ୟରାତ୍ରୀରେ ଧରାବତରଣ କରିଛନ୍ତି ପ୍ରଭୁ ଯୀଶୁ । ସମବେତ ପ୍ରାର୍ଥନା କରି ପ୍ରଭୁଙ୍କ ଧରାବତରଣକୁ ପାଳନ କରିଛନ୍ତି ଶ୍ରଦ୍ଧାଳୁ । ବିଭିନ୍ନ ଚର୍ଚ୍ଚରେ କରାଯାଇଛି ବ୍ୟାପକ ବ୍ୟବସ୍ଥା । ବଡ଼ଦିନ ପାଇଁ ଚର୍ଚ୍ଚଗୁଡ଼ିକୁ ସୁନ୍ଦର ଆଲୋକମାଳାରେ ସଜାଯାଇଛି ।
ରାଜଧାନୀ ଭୁବନେଶ୍ବର ସମେତ ସାରା ରାଜ୍ୟର ଚର୍ଚ୍ଚରେ ଲାଗିଛି ଗହଳି । ପୋଲିସ ପ୍ରଶାସନ ପକ୍ଷରୁ ଶୃଙ୍ଖଳିତ ବ୍ୟବସ୍ଥା କରାଯାଇଛି । ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କୁ ଦର୍ଶନ କରି ଆଶୀର୍ବାଦ ନେଉଛନ୍ତି ଖ୍ରୀଷ୍ଟଧର୍ମାବଲାମ୍ବୀ । ଆଜିକୁ ପ୍ରାୟ ୨୦୨୩ ବର୍ଷ ପୂର୍ବେ ପ୍ରଭୁ ଯୀଶୁ ଜନ୍ମଗ୍ରହଣ କରିଥିଲେ ବୋଲି ବିଶ୍ବାସ ରହିଛି । ସେ ଜନ୍ମ ହେବା ସହ ଖ୍ରୀଷ୍ଟାବ୍ଦର ଆରମ୍ଭ ହୋଇଥିବା କୁହାଯାଉଛି । ଶେଷ ଜୀବନରେ ଯୀଶୁଙ୍କୁ କୁଶବିଦ୍ଧ କରାଯାଇ ହତ୍ୟା କରାଯାଇଥିଲା । ଏନେଇ ଖ୍ରୀଷ୍ଟ ଧର୍ମଗ୍ରନ୍ଥ ବାଇବେଲରେ ଉଲ୍ଲେଖ କରାଯାଇଛି। ଏହାପରଠାରୁ ପ୍ରତିବର୍ଷ ଡିସେମ୍ବର ୨୫ ତାରିଖକୁ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଜନ୍ମଦିନ ଭାବେ ପାଳନ କରାଯାଉଛି ।
ଆଜି ପବିତ୍ର ବଡ଼ଦିନ
Facebook
Twitter
LinkedIn
Facebook
Twitter
LinkedIn
Recent News
Best Live Casino Games Evolution Games
From my experience, it can be hard as a beginner to know which live dealer games to play. Operators must...
Valor Bet App Biggest playing feel
It is crucial to identify trustworthy aviator betting websites to experience a safe and uninterrupted gaming environment. Numerous platforms in...
Divertimento_assicurato_e_chicken_road_in_questa_sfida_a_evitare_pericoli_sulla
Divertimento assicurato e chicken road in questa sfida a evitare pericoli sulla strada virtualeLa Meccanica di Base e le Strategie...







