ସୁନ୍ଦରଗଡ : ହତ୍ୟାକାରୀକୁ ଆଜୀବନ ଜେଲ ଦଣ୍ଡ । ଦଣ୍ଡା ଦେଶ ଶୁଣାଇଲେ ସେସନ୍ସ କୋର୍ଟ । ପଡୋଶୀକୁ ହତ୍ୟା ମାମଲାରେ ଦୋଷୀକୁ ଆଜୀବନ । ଦୋଷୀ ରଂଜନ କାଲୁକୁ ଆଜୀବନ ଦଣ୍ଡାଦେଶ ଦେଲେ ସେସନ୍ସ କୋର୍ଟ । ୨୦୧୭ ଧୁରୁବାଡିହି ତଳସରା କଲୋନୀରେ ଘଟିଥିଲା ହତ୍ୟାକାଣ୍ଡ ।
Views: 79

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...
ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...
ବ୍ୟୁରୋ : ଧନିଆ ପତ୍ରରେ ବହୁତ ପରିମାଣରେ ଭିଟାମିନ୍ ‘ଏ’ ଏବଂ ‘ସି’, ଡାଇଟାରୀ ଫାଇବର, ମାଗ୍ନେସିୟମ୍ ଏବଂ ଆଇରନରେ ଭରପୂର । ଏଥିରେ କିଛି ପରିମାଣରେ...
ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...