The Ultimate Managed Hosting Platform
ADVERTISEMENT

ଦେବାଶିଷ ସାହୁଙ୍କୁ ଏକଲବ୍ୟ କ୍ରୀଡା ପୁରସ୍କାର ପ୍ରଦାନ

Facebook
Twitter
LinkedIn

ଭୁବନେଶ୍ୱର : ସମ୍ମାନଜନକ ଏକଲବ୍ୟ କ୍ରୀଡା ପୁରସ୍କାର ପ୍ରଦାନ । ଟେନିସ ଖେଳାଳି ଦେବାଶିଷ ସାହୁ ପାଇଲେ ଏକଲବ୍ୟ ପୁରସ୍କାର । ପୁରସ୍କାର ସ୍ୱରୁପ ପାଇଲେ ୫ ଲକ୍ଷ ଟଙ୍କା, ଟ୍ରଫି ଏବଂ ମାନପତ୍ର । ଅନ୍ୟ ୨ କ୍ରୀଡା ପ୍ରତିଭାଙ୍କୁ ମଧ୍ୟ ପ୍ରୋତ୍ସାହନ ମୂଳକ ପୁରସ୍କାର । ଆଥଲେଟ ବାପି ହାଁସଦାଙ୍କୁ ମାନପତ୍ର ସହ ୫୦ ହଜାର ଟଙ୍କା ପୁରସ୍କାର । ଭାରୋତ୍ତଳନକାରୀ ଜ୍ୟୋତ୍ସା ଶବର ପାଇଲେ ମାନପତ୍ର ଓ ୫୦ ହଜାର । ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ ପ୍ରଖ୍ୟାତ କ୍ରିକେଟର ମଦନ ଲାଲ । ଇମ୍ଫାକ୍ଟ ପକ୍ଷରୁ ପ୍ରଦାନ କରାଯାଉଛି ସମ୍ମାନଜନକ ଏକଲବ୍ୟ ପୁରସ୍କାର ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login