The Ultimate Managed Hosting Platform
ADVERTISEMENT

ଆଜିଠୁ ରାଉରକେଲାରୁ କୋଲକତାକୁ ଉଡିବ ବିମାନ

Facebook
Twitter
LinkedIn

ରାଉରକେଲା: ଆଜିଠୁ ରାଉରକେଲାରୁ କୋଲକତାକୁ ଉଡିବ ବିମାନ । ଏଣିକି ଦେଢ ଘଣ୍ଟାରେ ରାଉରକେଲାରୁ ଯାଇହେବ କୋଲକତା । ରାଜ୍ୟ ସରକାରଙ୍କ ସହଯୋଗରେ ଆଜିଠୁ ରାଉରକେଲାରୁ କୋଲକତାକୁ ଆରମ୍ଭ ହେବ ବିମାନ ସେବା । ଅପରାହ୍ନ ସାଢେ ୩ଟା ସମୟରେ ରାଉରକେଲା ଵିମାନ ବନ୍ଦରରୁ କୋଲକାତା ଵିମାନ ଚଳାଚଳ ଆରମ୍ଭ ହେଵ । ସପ୍ତାହରେ ୩ ଦିନ ମଙ୍ଗଳବାର, ଗୁରୁବାର, ଶନିବାର ବିମାନ ସେବା ମିଳିବ । ଆଲାଏନ୍ସ ଏୟାର ବିମାନସେବା ଯୋଗାଇଦେବ । ଏହାଦ୍ବାରା ଯାତ୍ରୀମାନେ ମାତ୍ର ୧ ଘଣ୍ଟା ୩୦ ମିନିଟରେ ରାଉରକେଲାରୁ କୋଲକତା ଯାତ୍ରା କରି ପାରିବେ । ରାଜ୍ୟ ସରକାର ଭାୟାବିଲିଟି ଗ୍ୟାପ ଫଣ୍ଡିଙ୍ଗ ଜରିଆରେ ଯୋଗାଇ ଦେଇଛନ୍ତି ବିମାନ ସେବା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଦୁର୍ଘଟଣା ପରେ ଟ୍ରକ ସହ ଜଳିଗଲେ ୩ ଡ୍ରାଇଭର

ଜଳିଗଲା ୩ ମହଲା ଘର

ଖଲ୍ଲିକୋଟ :ଖଲ୍ଲିକୋଟ ନୂଆସାହିରେ ଜଳିଗଲା ୩ ମହଲା ଘର । ଘରେ ଚାର୍ଜକେ ବସିଥିବା ଇଭି ବ୍ୟାଟେରୀରୁ ପ୍ରଥମେ ଅଗ୍ନିକାଣ୍ଡ । ପରେ ଗ୍ୟାସ ସିଲିଣ୍ଡର ଫାଟିବାରୁ...

ADVERTISEMENT

Login