The Ultimate Managed Hosting Platform
ADVERTISEMENT

ତେଲ ଫ୍ୟାକ୍ଟ୍ରିରେ ନିଆଁ

Facebook
Twitter
LinkedIn

ଖୋର୍ଦ୍ଧା : ରିଫାଇନ ତେଲ ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ । ବାଘମାରୀ ଥାନା ସାରୁଅ ଶିଳ୍ପ ଅଞ୍ଚଳରେ ଥିବା ଫ୍ୟାକ୍ଟ୍ରିରେ ନିଆଁ ।ନିଆଁ ଲିଭା କାର୍ଯ୍ୟରେ ୩ଟି ଦମକଳ ଗାଡି ନିୟୋଜିତ । ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ଥିବା ବେଳେ ଲକ୍ଷାଧିକ ଟଙ୍କାର ସାମଗ୍ରୀ ନଷ୍ଟ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଦୁର୍ଘଟଣା ପରେ ଟ୍ରକ ସହ ଜଳିଗଲେ ୩ ଡ୍ରାଇଭର

ଜଳିଗଲା ୩ ମହଲା ଘର

ଖଲ୍ଲିକୋଟ :ଖଲ୍ଲିକୋଟ ନୂଆସାହିରେ ଜଳିଗଲା ୩ ମହଲା ଘର । ଘରେ ଚାର୍ଜକେ ବସିଥିବା ଇଭି ବ୍ୟାଟେରୀରୁ ପ୍ରଥମେ ଅଗ୍ନିକାଣ୍ଡ । ପରେ ଗ୍ୟାସ ସିଲିଣ୍ଡର ଫାଟିବାରୁ...

ADVERTISEMENT

Login