The Ultimate Managed Hosting Platform
ADVERTISEMENT

ଆଜି ରାଜ୍ୟ କ୍ୟାବିନେଟ

Facebook
Twitter
LinkedIn

ଭୁବନେଶ୍ୱର : ଆଜି ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୁର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ କ୍ୟାବିନେଟ ବୈଠକ । ଚଳିତ ବର୍ଷର ଶେଷ ବୈଠକରେ କିଛି ବଡ ଘୋଷଣା ହୋଇପାରେ ।ନୂଆ ବର୍ଷ ପୂର୍ବରୁ କିଛି ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି ରାଜ୍ୟ ସରକାର ।
ବିଭିନ୍ନ ବିଭାଗର ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ବାଜିପାରେ । ବିଭିନ୍ନ ସରକାରୀ କର୍ମଚାରୀ ସଂଗଠନ ପକ୍ଷରୁ କରାଯାଇଥିବା ବିଭିନ୍ନ ଦାବି ସମ୍ପର୍କରେ ମଧ୍ୟ ନିଷ୍ପତ୍ତି ନିଆଯାଇପାରେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login