The Ultimate Managed Hosting Platform
ADVERTISEMENT

ନୂଆ ବର୍ଷ ଆରମ୍ଭରୁ ବର୍ଷା !

Facebook
Twitter
LinkedIn

ଭୁବନେଶ୍ୱର : ପଶ୍ଚିମା ଝଡ ପ୍ରଭାବରେ ନୂଆ ବର୍ଷ ଆରମ୍ଭରୁ ବର୍ଷା ସମ୍ଭାବନା । ଜାନୁଆରୀ ପ୍ରଥମ ସପ୍ତାହ ଶେଷକୁ କିଛି ଜିଲ୍ଲାରେ ହାଲୁକା ବର୍ଷା ସମ୍ଭାବନା । ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାଶଙ୍କ ସୂଚନା । ଏବେ ରାଜ୍ୟରେ ଶୀତର ଲହରି ଜାରି ରହିଛି । କିଛି ଦିନର ପ୍ରବଳ ଥଣ୍ଡା ପରେ ଶୀତ ସାମାନ୍ୟ କମିଛି । ଆସନ୍ତା ୨ ଦିନରେ ରାଜ୍ୟରେ ସ୍ୱାଭାବିକ ତାପମାତ୍ରା ଠାରୁ ୨ରୁ ୩ ଡିଗ୍ରୀ ଅଧିକ ରହିବାର ସମ୍ଭାବନା ରହିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login