The Ultimate Managed Hosting Platform
ADVERTISEMENT

ମାନସ ମଙ୍ଗରାଜଙ୍କୁ ସମ୍ବଲପୁର ଓ ଗୈାତମ ବୁଦ୍ଧ ଦାସଙ୍କୁ ଦେବଗଡ ଦାୟିତ୍ୱ

Facebook
Twitter
LinkedIn

ଭୁବନେଶ୍ବର: ସାଂସଦ ମାନସ ମଙ୍ଗରାଜଙ୍କୁ ମିଳିଲା ଆଉ ଏକ ନୂଆ ଦାୟିତ୍ବ। ସମ୍ବଲପୁର ସଂସଦୀୟ କ୍ଷେତ୍ର ବିଜେଡି ପର୍ୟ୍ୟବେକ୍ଷକ ଭାବେ ତାଙ୍କୁ ଦାୟିତ୍ବ ଦିଆଯାଇଛି । ପୂର୍ବରୁ ବ୍ରହ୍ମପୁର ସଂସଦୀୟ କ୍ଷେତ୍ରର ପର୍ୟ୍ୟବେକ୍ଷକ ଦାୟିତ୍ବ ତୁଲାଉଛନ୍ତି । ସେହିପରି ସୌଭାଗ୍ୟ ନାୟକଙ୍କୁ ସମ୍ବଲପୁର, ରେଙ୍ଗାଳି ବିଧାନସଭା କ୍ଷେତ୍ର ପର୍ୟ୍ୟବେକ୍ଷକ ଦାୟିତ୍ବ ଦିଆଯାଇଛି । ଗୌତମବୁଦ୍ଧ ଦାସଙ୍କୁ ଦେବଗଡ଼ ଜିଲ୍ଲା ପର୍ୟ୍ୟବେକ୍ଷକ, ଅମରେଶ ଜେନାଙ୍କୁ ବୌଦ୍ଧ ଜିଲ୍ଲା ପର୍ୟ୍ୟବେକ୍ଷକ ଦାୟିତ୍ବ ଦିଆଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login