ପୁରୀ: ନୂଆବର୍ଷରେ ଜନ ସମୁଦ୍ର । ପୁରୀରେ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁଙ୍କ ହୋଇଥିଲା ଭିଡ । ମହାପ୍ରଭୁଙ୍କୁ ଦର୍ଶନ କଲେ ରେକର୍ଡ ୫ ଲକ୍ଷରୁ ଅଧିକ ଭକ୍ତ । ଭକ୍ତଙ୍କୁ ଆକୃଷ୍ଟ କରିଛି ବହୁ ଆକାଂକ୍ଷିତ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ । ଆସନ୍ତା ଜାନୁଆରୀ ୧୭ ତାରିଖରେ ଲୋକାର୍ପିତ ହେବାକୁଥିବା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ଦେଖିବା ସହ ନୂଆବର୍ଷରେ ମହାପ୍ରଭୁଙ୍କୁ ଦର୍ଶନ କରିବା ପାଇଁ ଲକ୍ଷଲକ୍ଷ ଭକ୍ତ ପୁରୀରେ ରାତି ୧୨ଟା ପୂର୍ବରୁ ଧାଡ଼ି ବାନ୍ଧି ଠିଆ ହୋଇଥିବା ଦେଖିବାକୁ ମିଳିଥିଲା ।ମହାପ୍ରଭୁଙ୍କୁ ଦର୍ଶନ କଲେ ରେକର୍ଡ ୫ ଲକ୍ଷରୁ ଅଧିକ ଭକ୍ତ । ଭକ୍ତଙ୍କୁ ଆକୃଷ୍ଟ କରିଛି ବହୁ ଆକାଂକ୍ଷିତ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ । ଆସନ୍ତା ଜାନୁଆରୀ ୧୭ ତାରିଖରେ ଲୋକାର୍ପିତ ହେବାକୁଥିବା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ଦେଖିବା ସହ ନୂଆବର୍ଷରେ ମହାପ୍ରଭୁଙ୍କୁ ଦର୍ଶନ କରିବା ପାଇଁ ଲକ୍ଷଲକ୍ଷ ଭକ୍ତ ପୁରୀରେ ରାତି ୧୨ଟା ପୂର୍ବରୁ ଧାଡ଼ି ବାନ୍ଧି ଠିଆ ହୋଇଥିବା ଦେଖିବାକୁ ମିଳିଥିଲା ।
Views: 107











