The Ultimate Managed Hosting Platform
ADVERTISEMENT

ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଘରକୁ ଅଣ୍ଡା ମାଡ

Facebook
Twitter
LinkedIn

ହାଇଟେକ ଟ୍ରାଜେଡି ; ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଘର ଉପରକୁ ଅଣ୍ଡା ମାଡ । ଭୁବନେଶ୍ୱର ସରକାରୀ ଘର ଉପରକୁ ଅଣ୍ଡା ମାଡ କଲା ଛାତ୍ର କଂଗ୍ରେସ । ରାଲିରେ ଆସି ଆନେ୍ଦାଳନ କରିବା ସହ ଅଣ୍ଡାମାଡ କଲେ । ରାଜ୍ୟର ଏକ ସମ୍ବେଦନଶୀଳ ଘଟଣା, ହସ୍ପିଟାଲର ଭୁଲ ତଥ୍ୟ ଏବଂ ଚିକିତ୍ସା ପାଇଁ ୩ଜଣଙ୍କ ସହ ଜଣେ ଗର୍ଭବତୀ ମହିଳାଙ୍କ ମଧ୍ୟ ଜୀବନ ଯାଇଛି । କିନ୍ତୁ ସରକାର ଏପର୍ୟ୍ୟନ୍ତ ଚୁପ୍ ବସିଛନ୍ତି । ହସ୍ପିଟାଲ ମାଲିକ ଗରିଫ ଦାବି ସହ ହସ୍ପିଟାଲର ଲାଇସେନ୍ସ ବାତିଲ କରିବାକୁ ଦାବି କରାଯାଇଛି । ଯେତେବେଳେ ସମ ହସ୍ପିଟାଲ ଅଘଟଣ ଘଟିଥିଲା ହସ୍ପିଟାଲ ମାଲିକ ଗିରଫ ହୋଇଥିଲେ । ହାଇଟେକ ମାଲିକ କାହିଁକି ଗିରଫ ହେଉନାହାଁନ୍ତି ବୋଲି ପ୍ରଶ୍ନ କରଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...

Login