The Ultimate Managed Hosting Platform
ADVERTISEMENT

ଆକାଶପଥ ସହ ଯୋଡି ହେଲା ଲାଲଗଡ

Facebook
Twitter
LinkedIn

ମାଲକାନଗିରି : ଆକାଶପଥ ସହ ଯୋଡି ହେଲା ମାଲକାନଗିରି । ଲୋକାର୍ପିତ ହେଲା ମାଲକାନଗିରି ଏୟାରପୋର୍ଟ । ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାସହ ଉପାନ୍ତ ଅଞ୍ଚଳ ଭାବେ ଜଣାଯାଉଥିବା ମାମଲକାନଗିରିକୁ ଆକାଶମାର୍ଗରେ ମିଳିଲା ନୂଆ ପରିଚୟ । ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ବିମାନବନ୍ଦର ଲୋକାର୍ପିତ ହେବା ପରେ ଏଠାରୁ ପ୍ରଥମେ ନନ୍ ସିଡ୍ୟୁୁଲ୍ ବା କମର୍ସିଆଲ ବିମାନ ଉଡାଣ ଭରିଛି । ଭବିଷ୍ୟତରେ ଏହାକୁ ୩୦୦୦ ମିଟର ଯାଏଁ ସମ୍ପ୍ରସାରଣ କରାଯିବାର ମଧ୍ୟ ଯୋଜନା ରହିଛି । ଏହା ପରେ ଡିଜସିଏଙ୍କ ଅନୁମତି ପରେ ଯାତ୍ରୀବାହୀ ବିମାନ ଉଡାଣ ଭରିବ ବୋଲି ସୂଚନା ରହିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login