The Ultimate Managed Hosting Platform
ADVERTISEMENT

ପୁରୀକୁ ଗଡିବ ‘ଜଗନ୍ନାଥ ଏକ୍ସପ୍ରେସ’, ୧୬ରେ ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ

Facebook
Twitter
LinkedIn

ଭୁବନେଶ୍ୱର : ଆସନ୍ତା ଜାନୁଆରୀ ୧୬ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ‘ଜଗନ୍ନାଥ ଏକ୍ସପ୍ରେସ’ ବସ୍ ସେବାର ଶୁଭାରମ୍ଭ କରିବେ। ଯାହା ପରେ ‘ଶ୍ରୀଜଗନ୍ନାଥ’ ବସରେ ରାଜ୍ୟର ବିଭିନ୍ନ ସ୍ଥାନରୁ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ କାର୍ୟ୍ୟକ୍ରମ ଦେଖିବାକୁ ପୁରୀ ଆସିବେ ଶ୍ରଦ୍ଧାଳୁ। ୬୦ଟି ‘ଶ୍ରୀଜଗନ୍ନାଥ’ ବସରେ ରାଜ୍ୟର ବିଭିନ୍ନ ସ୍ଥାନରୁ ଶ୍ରଦ୍ଧାଳୁ ପୁରୀକୁ ଆସିବେ। ଏହି ବସ୍ ସେବା ନେଇ ଆଜି ମୁଖ୍ୟମନ୍ତ୍ରୀଙ୍କ ମୁଖ୍ୟ ପରାମର୍ଶଦାତା ସୁରେଶ ମହାପାତ୍ର ସୂଚନା ଦେଇଛନ୍ତି। ଆସନ୍ତା ୧୭ରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ। ଏଥି ପାଇଁ ଚାଲିଛି ଭବ୍ୟ ଆୟୋଜନ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ କରିବା ପୂର୍ବରୁ ସରକାରଙ୍କ ପକ୍ଷରୁ କାଳିଆର ଭକ୍ତମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଯାଇଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login