ଅଯୋଧ୍ୟା : ୫୦୦ ବର୍ଷାଧିକ ପ୍ରତୀକ୍ଷାର ଅନ୍ତ ଘଟିବାକୁ ଯାଉଛି। ସାକାର ହେବ କାଟେି କୋଟି ଆଖିର ସ୍ୱପ୍ନ। ୫ ଶହ ବର୍ଷର ତ୍ୟାଗ, ସଂଘର୍ଷ ଓ ବଳିଦାନର ପଡିବ ପୂର୍ଣ୍ଣାହୁତି। ଅଯୋଧ୍ୟାର ରାମମନ୍ଦିରରେ ବିରାଜିବେ ଭଗବାନ ରାମଲାଲା। ରାମମନ୍ଦିରରେ ହେବ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା। ପ୍ରାଣ ପ୍ରତିଷ୍ଠା ସମାରୋହ ଲାଗି ଚଳଚଂଚଳ ସମଗ୍ର ଦେଶ। ରଙ୍ଗବେରଙ୍ଗର ଫୁଲରେ ଝଲସୁଛି ଭବ୍ୟ ନିବାସ। ଅଯୋଧ୍ୟାରେ ଭଗବାନ ଶ୍ରୀରାମଙ୍କ ବାଳୁତ ସ୍ୱରୂପ ବିଗ୍ରହ, ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠା ପାଇଁ ଅଯୋଧ୍ୟାରେ ପହଞ୍ଚିସାରିଲେଣି ପ୍ରଧାନମନ୍ତ୍ରୀ ମୋଦୀ ରାମନଗରୀ ଅଯୋଧ୍ୟା ସହ ଏକାତ୍ମ ହୋଇଛି ସାରା ଦେଶ ।ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠା ପାଇଁ ୮୪ ସେକେଣ୍ଡର ଶୁଭ ମୁହୂର୍ତ୍ତ ରହିଛି, ଯାହା ଦ୍ୱିପହର ୧୨ଟା ୨୯ ମିନିଟ ୮ ସେକେଣ୍ଡରୁ ୧୨ଟା ୩୦ ମିନିଟ ୩୨ ସେକେଣ୍ଡ ଯାଏଁ ରହିଛି । ତେବେ ମୋଦୀ ପ୍ରଥମେ ସରଯୁ ନଦୀରେ ସ୍ନାନ କରି ଆସିବା ପରେ ଆରମ୍ଭ ହୋଇଛି ଏଥିପାଇଁ ରୀତିନୀତି । ମୋଦୀ ଅଯୋଧ୍ୟାରେ ୪ ଘଣ୍ଟା ରହି ସମସ୍ତ ରୀତି ସମ୍ପନ୍ନ କରିବାର ସୂଚନା ରହିଛି ।
୫୦୦ ବର୍ଷ ପ୍ରତୀକ୍ଷାର ଅନ୍ତ, ଆଉ କେହି ମୂହୁର୍ତ୍ତର ଅପେକ୍ଷା
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











